ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb18 ଅକ୍ଟୋବର ପୃଷ୍ଠା ୪
  • ୧୫-୨୧ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୫-୨୧ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୮
mwb18 ଅକ୍ଟୋବର ପୃଷ୍ଠା ୪

୧୫-୨୧ ଅକ୍ଟୋବର

ଯୋହନ ୧୩-୧୪

  • ଗୀତ ୫୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି”: (୧୦ ମି.)

    • ଯୋହ ୧୩:୫—ଯୀଶୁ ନିଜ ଶିଷ୍ୟମାନଙ୍କର ପାଦ ଧୋଇଲେ (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଯୋହ ୧୩:୧୨-୧୪—ଶିଷ୍ୟମାନଙ୍କର ମଧ୍ୟ “ପରସ୍ପରର ପାଦ ଧୋଇବା” କର୍ତ୍ତବ୍ୟ ଥିଲା (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଯୋହ ୧୩:୧୫—ଯୀଶୁଙ୍କର ସମସ୍ତ ଶିଷ୍ୟମାନେ ତାହାଙ୍କ ଆଦର୍ଶକୁ ମାନି ନମ୍ର ହେବା ଉଚିତ୍‌ (ପ୍ର୯୯-ହି ୩/୧ ୩୧ ¶୧)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ଯୋହ ୧୪:୬—ଯୀଶୁ କେଉଁ ଅର୍ଥରେ “ପଥ, ସତ୍ୟ ଓ ଜୀବନ” ଅଟନ୍ତି? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଯୋହ ୧୪:୧୨—ଯୀଶୁଙ୍କ ଉପରେ ବିଶ୍ୱାସ କରୁଥିବା ଲୋକେ କେଉଁ ଅର୍ଥରେ ତାହାଙ୍କଠାରୁ ମଧ୍ୟ ଅଧିକ “ମହତ୍‌ କର୍ମ” କରିବେ? (ଅଧ୍ୟୟନ ବାଇବଲ—ଅଧ୍ୟୟନ ତଥ୍ୟ)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଯୋହ ୧୩:୧-୧୭

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ ଏବଂ ଦେଖାନ୍ତୁ ଯେ ଆପଣ କିପରି ସୁଯୋଗ ଦେଖି ସାକ୍ଷ୍ୟ ଦେବେ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ ।

  • ଦ୍ୱିତୀୟ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୫

  • “ପ୍ରେମ ସତ୍ୟ ଖ୍ରୀଷ୍ଟିୟାନମାନଙ୍କର ପରିଚୟ—ସ୍ୱାର୍ଥପରତା ଏବଂ ସହଜରେ ରାଗିବାଠାରୁ ଦୂରେଇ ରହନ୍ତୁ”: (୧୫ ମି.) ଆଲୋଚନା । ‘ପରସ୍ପରକୁ ପ୍ରେମ କରନ୍ତୁ’—ସ୍ୱାର୍ଥପରତା ଏବଂ ସହଜରେ ରାଗିବାଠାରୁ ଦୂରେଇ ରହନ୍ତୁ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ । ସମୟ ବଳିଲେ ଏହି ବକ୍ସ ଉପରେ ଆଲୋଚନା କରନ୍ତୁ: “ଚିନ୍ତନ ପାଇଁ ବାଇବଲର ଉଦାହରଣ ।”

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବାଇବଲର ବାର୍ତ୍ତା ପାଠ ୮

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ