ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଫେବୃୟାରୀ ପୃଷ୍ଠା ୪
  • ୧୧-୧୭ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଫେବୃୟାରୀ ପୃଷ୍ଠା ୪

୧୧-୧୭ ଫେବୃୟାରୀ

ରୋମୀୟ ୪-୬

  • ଗୀତ ୨୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଈଶ୍ୱର ଆମ ପାଇଁ ନିଜ ପ୍ରେମର ପ୍ରମାଣ ଦେଲେ”: (୧୦ ମି.)

    • ରୋମୀ ୫:୮, ୧୨—“ଆମ୍ଭେମାନେ ପାପୀ ଥିବା ସମୟରେ” ଯିହୋବା ଆମକୁ ପ୍ରେମ କଲେ (ପ୍ର୧୧-ହି ୬/୧୫ ୧୨ ¶୫)

    • ରୋମୀ ୫:୧୩, ୧୪—ପାପ ଓ ମୃତ୍ୟୁ ରାଜା ଭାବେ ଆମ ଉପରେ ରାଜତ୍ୱ କରିଛି (ପ୍ର୧୧-ହି ୬/୧୫ ୧୨ ¶୬)

    • ରୋମୀ ୫:୧୮, ୨୧—ଯିହୋବା ନିଜ ପୁତ୍ରଙ୍କୁ ପଠାଇଲେ, କାରଣ ସେ ଚାହାନ୍ତି ଯେ ଆମକୁ ଜୀବନ ମିଳୁ (ପ୍ର୧୧-ହି ୬/୧୫ ୧୩ ¶୯-୧୦)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ରୋମୀ ୬:୩-୫—“ଖ୍ରୀଷ୍ଟ ଯୀଶୁଙ୍କଠାରେ ବାଯ୍ତିଜିତ” ହେବା ଏବଂ “ମରଣରେ ବାଯ୍ତିଜିତ” ହେବାର ଅର୍ଥ କʼଣ? (ପ୍ର୦୮-ହି ୬/୧୫ ୨୯-୩୦ ¶୭)

    • ରୋମୀ ୬:୭—ଯେଉଁ ଲୋକମାନଙ୍କୁ ଜୀବିତ କରାଯିବ, ସେମାନଙ୍କ ନ୍ୟାୟ ସେମାନେ ଜୀବିତ ଅବସ୍ଥାରେ କରିଥିବା କାମଗୁଡ଼ିକର ଆଧାରରେ କାହିଁକି କରାଯିବ ନାହିଁ? (ପ୍ର୧୪-ଇଂ ୬/୧ ୧୧ ¶୧)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ରୋମୀ ୪:୧-୧୫ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୪)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ସାଧାରଣତଃ ଲୋକେ କଥାବାର୍ତ୍ତା ରୋକିବା ପାଇଁ ଯାହା କହନ୍ତି, ତାʼର ଉତ୍ତର ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୭

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବାଇବଲର ବାର୍ତ୍ତା ପାଠ ୨୫

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୩୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ