ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ଫେବୃୟାରୀ ପୃଷ୍ଠା ୫
  • ୧୮-୨୪ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ଫେବୃୟାରୀ ପୃଷ୍ଠା ୫

୧୮-୨୪ ଫେବୃୟାରୀ

ରୋମୀୟ ୭-୮

  • ଗୀତ ୨୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣ ‘ଏକାନ୍ତ ଆକାଂକ୍ଷାରେ ଅପେକ୍ଷା କରୁଛନ୍ତି’?”: (୧୦ ମି.)

    • ରୋମୀ ୮:୧୯—“ଈଶ୍ୱରଙ୍କ ସନ୍ତାନମାନଙ୍କର ପ୍ରକାଶ” ଅତି ନିକଟରେ (ପ୍ର୧୨-ହି ୭/୧୫ ୧୧ ¶୧୭)

    • ରୋମୀ ୮:୨୦, ୨୧—‘ସୃଷ୍ଟି ଭରସାଯୁକ୍ତ ହୋଇ ଅସାରତାର ବଶୀଭୂତ ହୋଇଛି’ (ପ୍ର୧୨-ହି ୩/୧୫ ୨୩ ¶୧୧)

    • ରୋମୀ ୮:୨୧—ସୃଷ୍ଟି “କ୍ଷୟର ଦାସତ୍ୱରୁ ମୁକ୍ତ ହେବ” (ପ୍ର୧୨-ହି ୩/୧୫ ୨୩ ¶୧୨)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ରୋମୀ ୮:୬—“ଶାରୀରିକ ଭାବ” ଓ “ଆତ୍ମିକ ଭାବ” ମଧ୍ୟରେ ପାର୍ଥକ୍ୟ କʼଣ? (ପ୍ର୧୭.୦୬-ହି ୩)

    • ରୋମୀ ୮:୨୬, ୨୭—ଆମର “ଅକଥନୀୟ ଆର୍ତ୍ତନାଦ” ଶୁଣି ଯିହୋବା କʼଣ କରନ୍ତି? (ପ୍ର୦୯-ହି ୧୧/୧୫ ୭ ¶୨୦)

    • ଏ ସଯ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ?

    • ଏହି ଅଧ୍ୟାୟଗୁଡ଼ିକରେ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ରୋମୀ ୭:୧୩-୨୫ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପ୍ରଥମ ପୁନଃସାକ୍ଷାତ: (୫ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ? ଭିଡିଓ ବିଷୟରେ କୁହନ୍ତୁ ଏବଂ ଆଲୋଚନା କରନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୯

  • “ଧୈର୍ଯ୍ୟ ଓ ବ୍ୟଗ୍ରତାର ସହ ଅପେକ୍ଷା କରନ୍ତୁ”: (୧୫ ମି.) ଆଲୋଚନା । “ଧୈର୍ଯ୍ୟ ସହକାରେ ଦୌଡ଼ିବା ଜାରି ରଖନ୍ତୁ”—ଦୃଢ଼ ବିଶ୍ୱାସ ରଖନ୍ତୁ ଯେ ପୁରସ୍କାର ନିଶ୍ଚୟ ମିଳିବ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବାଇବଲର ବାର୍ତ୍ତା ପାଠ ୨୬, ଉପସଂହାର

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସଯ୍ତାହର ଏକ ଝଲକ (୩ ମି.)

  • ଗୀତ ୧୪୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ