ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb19 ନଭେମ୍ବର ପୃଷ୍ଠା ୫
  • ୧୮-୨୪ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୯
mwb19 ନଭେମ୍ବର ପୃଷ୍ଠା ୫

୧୮-୨୪ ନଭେମ୍ବର

ପ୍ରକାଶିତ ବାକ୍ୟ ୧-୩

  • ଗୀତ ୧୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆମ୍ଭେ ତୁମ୍ଭର କର୍ମ ଜାଣୁ”: (୧୦ ମି.)

    • [ପ୍ରକାଶିତ ବାକ୍ୟ ବହିର ପରିଚୟ  ନାମକ ଭିଡିଓ ଦେଖାନ୍ତୁ ।]

    • ପ୍ରକା ୧:୨୦—ପ୍ରାଚୀନମାନଙ୍କ ସମୂହ ଉପରେ ଯୀଶୁଙ୍କ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ରହିଛି (ପ୍ର୧୨-ଇଂ ୧୦/୧୫ ୧୪ ¶୮)

    • ପ୍ରକା ୨:୧, ୨—ଯୀଶୁ ଜାଣନ୍ତି ଯେ ପ୍ରତ୍ୟେକ ମଣ୍ଡଳୀରେ କʼଣ ହେଉଛି (ପ୍ର୧୨-ହି ୪/୧୫ ୨୯ ¶୧୧; ପ୍ର୦୧-ହି ୧/୧୫ ୨୦-୨୧ ¶୨୦)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୮ ମି.)

    • ପ୍ରକା ୧:୭—କେବେ ଓ କିପରି ପ୍ରତ୍ୟେକ ଚକ୍ଷୁ ଯୀଶୁଙ୍କୁ “ମେଘମାଳାରେ ଆଗମନ” କରିବା ଦେଖିବ ? [ଈଶ୍ୱରଙ୍କ ରାଜ୍ୟ (ହିନ୍ଦୀ) ୨୨୬ ¶୧୦]

    • ପ୍ରକା ୨:୭—“ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ” ଖାଇବାର ଅର୍ଥ କʼଣ ? (ପ୍ର୦୯-ଇଂ ୧/୧୫ ୩୧ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ କʼଣ ଶିଖିଲେ ?

    • ଏହି ଅଧ୍ୟାୟଗୁଡ଼ିକରୁ ଆପଣ ଆଉ କʼଣ କʼଣ ରତ୍ନ ପାଇଲେ ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ପ୍ରକା ୧:୧-୧୧ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ପୁନଃସାକ୍ଷାତର ଭିଡିଓ: (୫ ମି.) ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।

  • ପ୍ରଥମ ପୁନଃସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୨)

  • ପ୍ରଥମ ପୁନଃସାକ୍ଷାତ: (୫ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ କାହିଁକି ଅଧ୍ୟୟନ କରିବା ?  ଭିଡିଓ ବିଷୟରେ କୁହନ୍ତୁ ଏବଂ ଆଲୋଚନା କରନ୍ତୁ (କିନ୍ତୁ ତାକୁ ଚଲାନ୍ତୁ ନାହିଁ) । (ଶିଖାଇବା  ଅଧ୍ୟୟନ ୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୪

  • “ଯିହୋବା ଜାଣନ୍ତି ଆମକୁ କʼଣ ଆବଶ୍ୟକ”: (୧୫ ମି.) ଆଲୋଚନା । ଶିକ୍ଷା ସମିତି ରିପୋର୍ଟ—୨୦୧୭  (ହିନ୍ଦୀ) ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଆମକୁ ଶିଖାଏ  ଅଧ୍ୟା ୧୩ ¶୧୦-୧୬, ଅଧିକ ବିବରଣୀ—୨୯

  • ଶିଖିଥିବା ବିଷୟଗୁଡ଼ିକର ସାରାଂଶ ଏବଂ ପରବର୍ତ୍ତୀ ସପ୍ତାହର ଏକ ଝଲକ (୩ ମି.)

  • ଗୀତ ୧୪୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ