ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb20 ମେ ପୃଷ୍ଠା ୪
  • ୧୧-୧୭ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୦
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୦
mwb20 ମେ ପୃଷ୍ଠା ୪

୧୧-୧୭ ମେ

ଆଦି ପୁସ୍ତକ ୩୮-୩୯

  • ଗୀତ ୩୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ସର୍ବଦା ଯୋଷେଫଙ୍କ ସାଙ୍ଗରେ ରହିଲେ”: (୧୦ ମି.)

    • ଆଦି ୩୯:୧—ଯୋଷେଫ ମିଶରରେ ଦାସ ଭାବେ କାମ କଲେ (ପ୍ର୧୪-ଇଂ ୧୧/୧ ୧୨ ¶୪-୫)

    • ଆଦି ୩୯:୧୨-୧୪, ୨୦—ଯୋଷେଫଙ୍କୁ ମିଥ୍ୟା ଦୋଷାରୋପ କରାଗଲା ଏବଂ ଜେଲରେ ରଖାଗଲା (ପ୍ର୧୪-ଇଂ ୧୧/୧ ୧୪-୧୫)

    • ଆଦି ୩୯:୨୧-୨୩—ଯିହୋବା ସର୍ବଦା ଯୋଷେଫଙ୍କ ସାଙ୍ଗରେ ରହିଲେ (ପ୍ର୧୪-ଇଂ ୧୧/୧ ୧୫ ¶୨)

  • ବହୁମୂଲ୍ୟ ରତ୍ନ ଖୋଜନ୍ତୁ: (୧୦ ମି.)

    • ଆଦି ୩୮:୯, ୧୦—ଯିହୋବା ଓନନ୍‌କୁ କାହିଁକି ନାଶ କଲେ ? (ଇନସାଇଟ୍‌-୨ ୫୫୫)

    • ଆଦି ୩୮:୧୫-୧୮—ଯିହୁଦା ଓ ତାମର ଯାହା କଲେ ସେଥିରୁ ଆମେ କʼଣ ଜାଣିପାରୁ ? (ପ୍ର୦୪-ହି ୧/୧୫ ୩୦ ¶୪-୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ  ?

  • ବାଇବଲ ପଠନ: (୪ ମି. କିମ୍ବା ତାʼଠାରୁ କମ୍‌) ଆଦି ୩୮:୧-୧୯ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୪ ମି.) ଆଲୋଚନା । ଭିଡିଓ ଦେଖାନ୍ତୁ । ତାʼପରେ ଉପସ୍ଥିତ ଲୋକଙ୍କୁ ପଚାରନ୍ତୁ: ମହିଳା ଜଣକ ବାର୍ତ୍ତାକୁ ସହଜରେ ବୁଝିବା ପାଇଁ ଭଉଣୀ କିପରି କଥା ହେଲେ ? (ଶିଖାଇବା ୧୭) ସେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ବିଷୟରେ କିପରି କହିଥିବେ ?

  • ପ୍ରଥମ ସାକ୍ଷାତ: (୨ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

  • ପ୍ରଥମ ସାକ୍ଷାତ: (୩ ମି. କିମ୍ବା ତାʼଠାରୁ କମ୍‌) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୧

  • “ଯୋଷେଫଙ୍କ ଭଳି ହୁଅନ୍ତୁ—ଅନୈତିକତାଠାରୁ ପଳାୟନ କରନ୍ତୁ”: (୧୫ ମି.) ଆଲୋଚନା । ଅନୈତିକତାଠାରୁ ପଳାୟନ କର ! (ହିନ୍ଦୀ) ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୨ ¶୧୭-୨୧, ପୃ ୨୭-୩୦, ଅଧିକ ବିବରଣୀ—୭

  • ଶେଷ ଟିପ୍ପଣୀ (୩ ମି. କିମ୍ବା ତାʼଠାରୁ କମ୍‌)

  • ଗୀତ ୪୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ