ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୨
  • ୪-୧୦ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୨

୪-୧୦ ଜାନୁୟାରୀ

ଲେବୀ ପୁସ୍ତକ ୧୮-୧୯

  • ଗୀତ ୧୨୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆପଣଙ୍କ ଚାଲିଚଳନ ସର୍ବଦା ଶୁଦ୍ଧ ରହୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଲେବୀ ୧୯:୯, ୧୦—ଈଶ୍ୱର ଗରିବମାନଙ୍କୁ ସାହାଯ୍ୟ କରିବା ପାଇଁ କʼଣ ନିୟମ ଦେଇଥିଲେ ? (ପ୍ର୦୬-ହି ୭/୧ ପୃ ୧୪ ¶୧୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଲେବୀ ୧୮:୧-୧୫ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ପ୍ରାର୍ଥନା—ଗୀତ ୬୫:୨ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ଭାଷଣ: (୫ ମି.) ପ୍ର୦୨-ହି ୨/୧ ପୃ ୨୯—ବିଷୟବସ୍ତୁ: ମୋଶାଙ୍କ ନିୟମରେ ସମ୍ପର୍କୀୟମାନଙ୍କୁ ବିବାହ କରିବା ମାମଲାରେ ଯେଉଁ କଟକଣା ଲଗାଯାଇଥିଲା, କʼଣ ଆମେ ମଧ୍ୟ ସେସବୁ ମାନିବା ଉଚିତ୍‌ ? (ଶିଖାଇବା  ଅଧ୍ୟୟନ ୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୪

  • ଯିହୋବାଙ୍କ ମିତ୍ର ହୁଅ—ନିଜ ପିଲାଙ୍କୁ ସୁରକ୍ଷା ଦିଅନ୍ତୁ: (୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଭାଷଣ । ଭିଡିଓ ଦେଖାନ୍ତୁ । ତାʼପରେ କୁହନ୍ତୁ ଯେ ଭିଡିଓରୁ କʼଣ ଶିଖିବାକୁ ମିଳିଲା ।—ହିତୋ ୨୨:୩.

  • “ପିତାମାତାମାନେ, ପିଲାଙ୍କୁ ଯାହା ଜଣାଇବା ଜରୁରୀ ତାହା ଜଣାନ୍ତୁ”: (୧୦ ମି.) ଆଲୋଚନା; ଏପରି ଗୃହ ନିର୍ମାଣ କରନ୍ତୁ, ଯାହା ସ୍ଥାୟୀ ରହିବ—‘ଅସତ୍‌ ବିଷୟରୁ’ ଆପଣଙ୍କ ପିଲାଙ୍କୁ ସୁରକ୍ଷା ଦିଅନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୪ ¶୧-୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୪୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ