ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୪
  • ୧୧-୧୭ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୧-୧୭ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୪

୧୧-୧୭ ଜାନୁୟାରୀ

ଲେବୀ ପୁସ୍ତକ ୨୦-୨୧

  • ଗୀତ ୮୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ନିଜ ଲୋକମାନଙ୍କୁ ଜଗତରୁ ଭିନ୍ନ କରିଛନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଲେବୀ ୨୧:୫—ବ୍ୟବସ୍ଥାରେ ଶରୀରକୁ କ୍ଷତବିକ୍ଷତ ନ କରିବା ପାଇଁ କାହିଁକି କୁହାଯାଇଥିଲା ? (ପ୍ର୦୪-ହି ୯/୧୫ ପୃ ୨୭ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଲେବୀ ୨୦:୧-୧୩ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ପ୍ରାର୍ଥନା—୧ଯୋହ ୫:୧୪ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବ୍ୟକ୍ତି ଜଣକୁ ଖୁସିର ଖବର ପୁସ୍ତିକା ଦିଅନ୍ତୁ ଏବଂ ପାଠ ୧୨ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୧

  • “ନିଜ ବିବାହ ବନ୍ଧନକୁ ମଜବୁତ୍‌ ରଖନ୍ତୁ”: (୧୫ ମି.) ଆଲୋଚନା; ‘ଧୈର୍ଯ୍ୟର ସହ ଦୌଡ଼ିବା ଜାରି ରଖନ୍ତୁ’—ପ୍ରତିଯୋଗିତାର ନିୟମ ପାଳନ କରନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୪ ¶୧୦-୧୭, ଅଧିକ ବିବରଣୀ–୩୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ