ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୮
  • ୨୫-୩୧ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୫-୩୧ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୮

୨୫-୩୧ ଜାନୁୟାରୀ

ଲେବୀ ପୁସ୍ତକ ୨୪-୨୫

  • ଗୀତ ୧୪୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଇସ୍ରାଏଲରେ ଯୋବେଲ ବର୍ଷ ଓ ଭବିଷ୍ୟତରେ ମୁକ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଲେବୀ ୨୪:୨୦—କʼଣ ଈଶ୍ୱରଙ୍କ ବାକ୍ୟ ଶିଖାଏ ଯେ ଆମେ ପ୍ରତିଶୋଧ ନେବା ଉଚିତ୍‌ ? (ପ୍ର୧୦ -ହି ୧/୧ ପୃ ୧୨ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଲେବୀ ୨୪:୧-୨୩ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୬)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଘରମାଲିକଙ୍କୁ ସଭା ପାଇଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ । ତାʼପରେ ରାଜ୍ୟଘରେ କʼଣ ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

  • ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୧୨ ¶୬-୭ (ଶିଖାଇବା  ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୯

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • “ପ୍ରକୃତ ମୁକ୍ତି—ଈଶ୍ୱର ଓ ଖ୍ରୀଷ୍ଟଙ୍କ ଯୋଗୁଁ”: (୧୦ ମି.) ଆଲୋଚନା; ଯେବେ ଝଡ଼ ଭଳି ସମସ୍ୟା ଆସେ, ନିଜ ଧ୍ୟାନ ଯୀଶୁଙ୍କ ଉପରେ କେନ୍ଦ୍ରିତ କରନ୍ତୁ !—ଭବିଷ୍ୟତରେ ଈଶ୍ୱରଙ୍କ ରାଜ୍ୟରୁ ମିଳିବାକୁ ଯାଉଥିବା ଆଶିଷ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୫ ¶୧-୧୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୬୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ