ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୧୨
  • ୮-୧୪ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୮-୧୪ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୧୨

୮-୧୪ ଫେବୃୟାରୀ

ଗଣନା ପୁସ୍ତକ ୧-୨

  • ଗୀତ ୧୨୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ନିଜ ଲୋକମାନଙ୍କୁ ବ୍ୟବସ୍ଥିତ କରନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୧:୨, ୩—ଇସ୍ରାଏଲ ରାଷ୍ଟ୍ରରେ ଲୋକମାନଙ୍କର ନାମ ପଞ୍ଜୀକରଣ କାହିଁକି କରାଯାଉଥିଲା ? (ଇନସାଇଟ୍‌-୨ ପୃ ୭୬୪)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୧:୧-୧୯ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ବ୍ୟକ୍ତି ଜଣକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବାକୁ ଚାହିଁବେ । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୯)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ବ୍ୟକ୍ତି ଜଣକ ଯେଉଁ ବିଷୟରେ ଆଗ୍ରହ ଦେଖାନ୍ତି, ସେ ଅନୁସାରେ କଥା ଆଗକୁ ବଢ଼ାନ୍ତୁ ଏବଂ କୌଣସି ପଦ ଦେଖାନ୍ତୁ । (ଶିଖାଇବା  ଅଧ୍ୟୟନ ୧୨)

  • ଭାଷଣ: (୫ ମି.) ପ୍ର୦୮-ଇଂ ୭/୧ ପୃ ୨୧—ବିଷୟବସ୍ତୁ: ଇସ୍ରାଏଲରେ ପ୍ରକୃତରେ ୧୩ଟି ଗୋଷ୍ଠୀ ଥିବା ସତ୍ତ୍ୱେ ବାଇବଲରେ କାହିଁକି କେବଳ ୧୨ଟି ଗୋଷ୍ଠୀ ବିଷୟରେ ଉଲ୍ଲେଖ କରାଯାଇଛି ? (ଶିଖାଇବା  ଅଧ୍ୟୟନ ୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୭

  • “ପ୍ରତ୍ୟେକ ବ୍ୟକ୍ତିଙ୍କୁ ପ୍ରଚାର କରିବା ପାଇଁ ବ୍ୟବସ୍ଥିତ”: (୧୦ ମି.) ଆଲୋଚନା; ଯିହୋବାଙ୍କ ମିତ୍ର ହୁଅ—ଅନ୍ୟ ଭାଷାରେ ପ୍ରଚାର କର ନାମକ ଭିଡିଓ ଦେଖାନ୍ତୁ । ତାʼପରେ JW ଲାଙ୍ଗୁଏଜ୍‌ ଆପ୍‌ର କିଛି ଫିଚର୍‌ ବିଷୟରେ କୁହନ୍ତୁ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୫ ¶୨୨-୨୩, ପୃ ୨୧୦-୨୧୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ