ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୧୪
  • ୧୫-୨୧ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୫-୨୧ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୧୪

୧୫-୨୧ ଫେବୃୟାରୀ

ଗଣନା ପୁସ୍ତକ ୩-୪

  • ଗୀତ ୯୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଲେବୀୟମାନଙ୍କ ସେବା”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୪:୧୫—ଆମଠାରେ ଈଶ୍ୱରଙ୍କ ପାଇଁ ଭୟ ଥିଲେ ଆମେ କʼଣ କରିବା ? (ପ୍ର୦୬-ହି ୮/୧ ପୃ ୨୪ ¶୧୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୪:୩୪-୪୯ (ଶିଖାଇବା  ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୧୫)

  • ବାଇବଲ ଅଧ୍ୟୟନ: (୫ ମି.) ଖୁସିର ଖବର ପାଠ ୧୨ ¶୮ (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୬୭

  • ବାର୍ଷିକ ସେବା ରିପୋର୍ଟ: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଭାଷଣ । ଏହି ରିପୋର୍ଟ ବିଷୟରେ ଶାଖା କାର୍ଯ୍ୟାଳୟରୁ ମିଳିଥିବା ଘୋଷଣା ପଢ଼ନ୍ତୁ । ତାʼପରେ, ପୂର୍ବରୁ ବଛାଯାଇଥିବା ଏପରି କିଛି ପ୍ରଚାରକଙ୍କ ସାକ୍ଷାତ୍‌କାର ନିଅନ୍ତୁ, ଯେଉଁମାନଙ୍କୁ ଗତ ବର୍ଷ ପ୍ରଚାର ସେବାରେ ଭଲ ଅନୁଭୂତି ମିଳିଥିଲା ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୬ ¶୧-୯, ଅଧିକ ବିବରଣୀ–୩୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୨୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ