ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜାନୁୟାରୀ ପୃଷ୍ଠା ୧୫
  • ୨୨-୨୮ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୨-୨୮ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜାନୁୟାରୀ ପୃଷ୍ଠା ୧୫

୨୨-୨୮ ଫେବୃୟାରୀ

ଗଣନା ପୁସ୍ତକ ୫-୬

  • ଗୀତ ୮୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣଙ୍କଠାରେ ନାସରୀୟମାନଙ୍କ ଭଳି ମନୋଭାବ ଅଛି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୬:୬, ୭—ଶାମ୍‌ଶୋନ୍‌ ଯେଉଁମାନଙ୍କୁ ହତ୍ୟା କରିଥିଲେ, ସେମାନଙ୍କ ଶବକୁ ସେ ଛୁଇଁଥିବା ସତ୍ତ୍ୱେ କିପରି ନାସରୀୟ ହୋଇ ରହିଲେ ? (ପ୍ର୦୫-ହି ୧/୧୫ ପୃ ୩୦ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୫:୧-୧୮ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଯିହୋବାଙ୍କ ସାକ୍ଷୀ —ଆମେ କିଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ଭାଷଣ: (୫ ମି.) ପ୍ର୦୬-ହି ୧/୧୫ ପୃ ୩୨—ବିଷୟବସ୍ତୁ: ଏପରି ଏକ ଆବିଷ୍କାର ଯାହା ବାଇବଲକୁ ସତ୍ୟ ପ୍ରମାଣିତ କରେ (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୬

  • “କʼଣ ଆପଣ ମାର୍ଚ୍ଚ କିମ୍ବା ଏପ୍ରିଲ୍‌ରେ ସହଯୋଗୀ ଅଗ୍ରଦୂତ ସେବା କରିବେ ?”: (୫ ମି.) ଆଲୋଚନା

  • ୨୭ ଫେବୃୟାରୀ ଶନିବାରରୁ ସ୍ମାରକ ନିମନ୍ତ୍ରଣ ଅଭିଯାନ ଆରମ୍ଭ: (୧୦ ମି.) ଆଲୋଚନା; ସଭାରେ ଆସିଥିବା ସମସ୍ତଙ୍କୁ ଗୋଟିଏ ଲେଖାଏଁ ନିମନ୍ତ୍ରଣ ପତ୍ର ଦିଅନ୍ତୁ ଏବଂ ତାʼ ବିଷୟରେ କୁହନ୍ତୁ । ଏହା ମଧ୍ୟ କୁହନ୍ତୁ ଯେ ପୂରା ଅଞ୍ଚଳରେ ନିମନ୍ତ୍ରଣ ପତ୍ର ଦେବା ପାଇଁ ମଣ୍ଡଳୀ କʼଣ କʼଣ ବ୍ୟବସ୍ଥା କରିଛି । ନିମନ୍ତ୍ରଣ ପତ୍ର ଦେବାର ଭିଡିଓ ଦେଖାନ୍ତୁ । ତାʼପରେ ପଚାରନ୍ତୁ: ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁକୁ ସ୍ମରଣ କରନ୍ତୁ ଭିଡିଓ କେତେବେଳେ ଦେଖାଇବା ଉଚିତ୍‌ ? କେଉଁ କଥାରୁ ଜଣାପଡ଼େ ଯେ ଜଣେ ବ୍ୟକ୍ତିଙ୍କଠାରେ ଆଗ୍ରହ ଅଛି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୬ ¶୧୦-୧୮, ଅଧିକ ବିବରଣୀ–୩୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୩୨ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ