ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୪
  • ୧୫-୨୧ ମାର୍ଚ୍ଚ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୫-୨୧ ମାର୍ଚ୍ଚ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୪

୧୫-୨୧ ମାର୍ଚ୍ଚ

ଗଣନା ପୁସ୍ତକ ୧୧-୧୨

  • ଗୀତ ୪୬ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଅଭିଯୋଗ ମନୋଭାବ ରଖିବା କାହିଁକି ଠିକ୍‌ ନୁହେଁ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୧୧:୭, ୮—ମାନ୍ନା କିପରି ଦେଖା ଯାଉଥିଲା ଏବଂ ତାର ସ୍ୱାଦ କିପରି ଥିଲା ? ଏଥିରୁ କିପରି ଯିହୋବାଙ୍କ ପ୍ରେମ ବିଷୟରେ ଜଣାପଡ଼େ ? (ଇନସାଇଟ୍‌-୨ ପୃ ୩୦୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୧୧:୧-୧୫ (ଶିଖାଇବା  ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ସ୍ମାରକ ନିମନ୍ତ୍ରଣ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଯଦି ବ୍ୟକ୍ତି ଜଣକ ଆଗ୍ରହ ଦେଖାନ୍ତି, ତେବେ ତାଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁକୁ ସ୍ମରଣ କରନ୍ତୁ ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଭିଡିଓର କିଛି ମୁଖ୍ୟ କଥା ବିଷୟରେ କୁହନ୍ତୁ । (ଶିଖାଇବା  ଅଧ୍ୟୟନ ୧୧)

  • ପୁନଃସାକ୍ଷାତ: (୩ ମି.) ଏପରି ଜଣେ ବ୍ୟକ୍ତିଙ୍କ ସହ ପୁନଃସାକ୍ଷାତ କରନ୍ତୁ, ଯାହାଙ୍କୁ ଆପଣ ସ୍ମାରକକୁ ନିମନ୍ତ୍ରଣ କରିଥିଲେ ଏବଂ ଯିଏ ଆଗ୍ରହ ଦେଖାଇଥିଲେ । (ଶିଖାଇବା  ଅଧ୍ୟୟନ ୪)

  • ପୁନଃସାକ୍ଷାତ: (୫ ମି.) ସ୍ମାରକର ଭାଷଣ ଶେଷ ହେବା ପରେ କୌଣସି ନୂଆ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଆରମ୍ଭ କରନ୍ତୁ । କାର୍ଯ୍ୟକ୍ରମ ବିଷୟରେ ତାଙ୍କ ଏକ ପ୍ରଶ୍ନର ଉତ୍ତର ଦିଅନ୍ତୁ । (ଶିଖାଇବା  ଅଧ୍ୟୟନ ୨)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୯

  • “କʼଣ ଆପଣ ସ୍ମାରକ ପାଇଁ ପ୍ରସ୍ତୁତି କରୁଛନ୍ତି ?”: (୧୫ ମି.) ଆଲୋଚନା; ସ୍ମାରକ ପାଇଁ ଯେଉଁ ବ୍ୟବସ୍ଥାଗୁଡ଼ିକ କରାଯାଇଛି, ସେବିଷୟରେ ଯଦି କିଛି ଘୋଷଣା କରିବାର ଅଛି, ତେବେ କରନ୍ତୁ । ସ୍ମାରକର ରୋଟୀ କିପରି ତିଆରି କରିବା ? ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ରେମରେ ସ୍ଥିର ଅଧ୍ୟା ୧୭ ¶୧୧-୧୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ