ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୧୪
  • ୨୬ ଏପ୍ରିଲ୍‌–୨ ମେ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ଏପ୍ରିଲ୍‌–୨ ମେ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୧୪

୨୬ ଏପ୍ରିଲ୍‌–୨ ମେ

ଗଣନା ପୁସ୍ତକ ୨୫-୨୬

  • ଗୀତ ୧୩୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଜଣେ ବ୍ୟକ୍ତି ଏକାକୀ କିଛି କରିପାରିବ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଗଣ ୨୬:୫୫, ୫୬—ଯିହୋବା ଗୋଷ୍ଠୀଗୁଡ଼ିକ ମଧ୍ୟରେ ଜମି କିପରି ବାଣ୍ଟିଲେ ? ଏପରି କରିବା କାହିଁକି ସଠିକ୍‌ ଥିଲା ? (ଇନସାଇଟ୍‌-୧ ପୃ ୩୫୯ ¶୧-୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଗଣ ୨୫:୧-୧୮ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ଏକ ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ଭାଷଣ: (୫ ମି.) ପ୍ର୦୪-ହି ୪/୧ ପୃ ୨୯—ବିଷୟବସ୍ତୁ: ଗଣନା ପୁସ୍ତକ ୨୫:୯ ଓ ପ୍ରଥମ କରିନ୍ଥୀୟ ୧୦:୮ ପଦରେ ମୃତ ଲୋକଙ୍କ ସଂଖ୍ୟା କାହିଁକି ଅଲଗା ଅଲଗା ଅଛି ? (ଶିଖାଇବା  ଅଧ୍ୟୟନ ୧୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୨୮

  • “ବୁଝିବିଚାରି ସଙ୍ଗତି କରନ୍ତୁ”: (୧୫ ମି.) ଆଲୋଚନା; ଇସ୍ରାଏଲୀୟମାନଙ୍କ ସେହି କାହାଣୀ, ଆମକୁ ଦିଏ ଚେତାବନୀ—ଉଦ୍ଧୃତାଂଶ (ହିନ୍ଦୀ) ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାର ଭାଗ ୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ