ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୧୪
  • କʼଣ ଜଣେ ବ୍ୟକ୍ତି ଏକାକୀ କିଛି କରିପାରିବ ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • କʼଣ ଜଣେ ବ୍ୟକ୍ତି ଏକାକୀ କିଛି କରିପାରିବ ?
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ପ୍ରାୟ ସମାନ ଲେଖା
  • ଯିହୋବା ନିଜ ଲୋକମାନଙ୍କୁ କିପରି ମାର୍ଗଦର୍ଶନ କରନ୍ତି ?
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ‘ଆମ୍ଭେ ହିଁ ତୁମ୍ଭର ଅଧିକାର’
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ଯିହୋବା ଅଭିଶାପକୁ ଆଶୀର୍ବାଦରେ ପରିବର୍ତ୍ତନ କଲେ
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ବିଶ୍ୱାସ ଥିଲେ ଆମେ ସାହସୀ ହେବା
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆହୁରି ଦେଖନ୍ତୁ
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୧୪

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

କʼଣ ଜଣେ ବ୍ୟକ୍ତି ଏକାକୀ କିଛି କରିପାରିବ ?

ଇସ୍ରାଏଲୀୟ ପୁରୁଷମାନେ ମୋୟାବର ସ୍ତ୍ରୀମାନଙ୍କ ଦ୍ୱାରା ପ୍ରଲୋଭିତ ହୋଇ ପାପ କରି ବସିଲେ (ଗଣ ୨୫:୧, ୨; ପ୍ରେମରେ ସ୍ଥିର ପୃ ୧୧୮ ¶୧-୨)

ଯିହୋବା ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧିତ ହେଲେ, କାରଣ ସେମାନେ ତାହାଙ୍କ ବିଶ୍ୱସ୍ତ ରହିଲେ ନାହିଁ ଏବଂ କେବଳ ନିଜ ଇଚ୍ଛା ପୂରା କରିବାରେ ଲାଗି ରହିଲେ (ଗଣ ୨୫:୩-୫; ପ୍ରେମରେ ସ୍ଥିର ପୃ ୧୧୯ ¶୪)

ଯେତେବେଳେ ଜଣେ ବ୍ୟକ୍ତି ସାହସ ଦେଖାଇଲେ, ଯିହୋବାଙ୍କ କ୍ରୋଧ ଶାନ୍ତ ହୋଇଗଲା (ଗଣ ୨୫:୬-୧୧)

ଜଣେ ଭଉଣୀ ନିଜ ଣୀର ପିଲାମାନଙ୍କୁ ‘ଜୀବନର ଆର’ ପୁସ୍ତିକାରୁ କିଛି କଛନ୍ତି । ଜଣେ ଝିଅ ହାତ ଉଠାଇଛନ୍ତି । ସେ କିଛି କହିବାକୁ ଚାହାନ୍ତି ।

ନିଜକୁ ପଚାରନ୍ତୁ, ‘ମୁଁ ଅନ୍ୟମାନଙ୍କଠାରୁ ଭିନ୍ନ ଦେଖାଯାଏ ନା କାହିଁକି, କେଉଁ କେଉଁ ପରିସ୍ଥିତିରେ ମୋତେ ସାହସ ଦେଖାଇବାକୁ ହେବ ?’

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ