ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୪
  • ୧୨-୧୮ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୨-୧୮ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୪

୧୨-୧୮ ଜୁଲାଇ

ଦ୍ୱିତୀୟ ବିବରଣ ୧୩-୧୫

  • ଗୀତ ୩୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନିୟମ ଦେଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୧୪:୨୧—ଛେଳି ଛୁଆକୁ ତାʼ ମା କ୍ଷୀରରେ ନ ସିଝାଇବା ପାଇଁ ଦିଆଯାଇଥିବା ନିୟମରୁ ଆମେ କʼଣ ଶିଖିପାରିବା ? (ପ୍ର୦୬-ହି ୪/୧ ପୃ ୩୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୧୩:୧-୧୮ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଦୁଃଖକଷ୍ଟ—୧ଯୋହ ୫:୧୯ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭

  • “ଚିନ୍ତିତ ହୁଅ ନାହିଁ”: (୧୫ ମି.) ଆଲୋଚନା; ଗରିବ ଅବସ୍ଥାରେ ଥିବା ସତ୍ତ୍ୱେ ଆପଣଙ୍କ ପ୍ରେମ କଦାପି ଶେଷ ନ ହେଉ—କଙ୍ଗୋ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଶୁଣ ଓ ଜୀବନ ପାଅ ଭାଗ ୧୩ ଓ ୧୪, ପୃ ୨୮-୩୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୨୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ