ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ଜୁଲାଇ ପୃଷ୍ଠା ୮
  • ୨-୮ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨-୮ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ଜୁଲାଇ ପୃଷ୍ଠା ୮

୨-୮ ଅଗଷ୍ଟ

ଦ୍ୱିତୀୟ ବିବରଣ ୨୨-୨୩

  • ଗୀତ ୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମୋଶାଙ୍କ ନିୟମରୁ ଜଣାପଡ଼େ ଯେ ଯିହୋବା ପଶୁମାନଙ୍କର ଯତ୍ନ ନିଅନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଦ୍ୱିବି ୨୩:୧୯, ୨୦—ଇସ୍ରାଏଲୀୟମାନେ ଅନ୍ୟ କୌଣସି ଇସ୍ରାଏଲୀୟଠାରୁ ସୁଧ ନେଇପାରୁ ନ ଥିଲେ, କିନ୍ତୁ ବିଦେଶୀମାନଙ୍କଠାରୁ କାହିଁକି ନେଇପାରୁଥିଲେ ? (ଇନସାଇଟ୍‌-୧ ପୃ ୬୦୦)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଦ୍ୱିବି ୨୩ :୧-୧୪ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ହୃଦୟ ଛୁଇଁବାକୁ ଚେଷ୍ଟା କରନ୍ତୁ”: (୯ ମି.) ଆଲୋଚନା; ଶିଷ୍ୟ କରିବାର କାମରେ ଖୁସି ପାଆନ୍ତୁ—ନିଜ ଦକ୍ଷତା ବଢ଼ାନ୍ତୁ—ହୃଦୟ ଛୁଇଁବାକୁ ଚେଷ୍ଟା କରନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ଭାଷଣ: (୫ ମି.) ସଜା-ଇଂ ୦୪/୧୫ ପୃ ୧୩—ବିଷୟବସ୍ତୁ: କʼଣ ପଶୁମାନଙ୍କୁ ହତ୍ୟା କରିବା ଭୁଲ ? (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୬୨

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୨, ପ୍ରଶ୍ନ ୪-୫, ପୃ ୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ