ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୩
  • ୧୦-୧୬ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୦-୧୬ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୩

୧୦-୧୬ ଜାନୁୟାରୀ

ବିଚାରକର୍ତ୍ତା ୧୭-୧୯

  • ଗୀତ ୮୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଈଶ୍ୱରଙ୍କ ଆଜ୍ଞା ନ ମାନିଲେ ଆମର ହିଁ କ୍ଷତି ହୋଇଥାଏ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ବିଚା ୧୯:୧୮—୨୦୧୩ ମସିହାରେ ବାହାର କରାଯାଇଥିବା ନୂତନ ଜଗତ ଅନୁବାଦ ଇଂରାଜୀ ବାଇବଲରେ ଏହି ପଦରେ ଈଶ୍ୱରଙ୍କ ନାମକୁ କାହିଁକି ଲେଖାଗଲା ? (ପ୍ର୧୫-ହି ୧୨/୧୫ ପୃ ୧୦ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ବିଚା ୧୭:୧-୧୩ (ଶିଖାଇବା  ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ପ୍ରାର୍ଥନା ସାହାଯ୍ୟ କରେ—ଯିଶା ୪୮:୧୭, ୧୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୫ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରି କଥା ଆରମ୍ଭ କରନ୍ତୁ । ତାʼପରେ ଜୀବନ ପୁସ୍ତିକା ଦିଅନ୍ତୁ । ଆଉ ପାଠ ୦୧ ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୯

  • ଯିହୋବାଙ୍କ ମିତ୍ର ହୁଅ—ନିଜ ପିତାମାତାଙ୍କ କଥା ମାନନ୍ତୁ: (୧୦ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ମଞ୍ଚ ଉପରକୁ ଡାକନ୍ତୁ ଏବଂ ସେମାନଙ୍କୁ ପଚାରନ୍ତୁ: ସୋନୁ ମାଆଙ୍କର କେଉଁ କଥାକୁ ମାନିଲେ ନାହିଁ ? ନିଜ ଭୁଲକୁ ସୁଧାରିବା ପାଇଁ ସେ କʼଣ କଲେ ? ଆପଣଙ୍କୁ ନିଜ ବାପାମାଆଙ୍କ କଥା କାହିଁକି ମାନିବା ଉଚିତ୍‌ ?

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୪, ପ୍ରଶ୍ନ ୧-୨, ପୃ ୨୮

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୭ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ