ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୬
  • ୨୪-୩୦ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୪-୩୦ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୬

୨୪-୩୦ ଜାନୁୟାରୀ

ରୂତ ୧-୨

  • ଗୀତ ୧୦୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଅଟଳ ପ୍ରେମ କରିବା ଜାରି ରଖନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ରୂତ ୧:୨୦, ୨୧—ନୟମୀ ଏପରି କାହିଁକି କହିଲେ ଯେ ଯିହୋବା ତାଙ୍କ ଜୀବନରେ ଦୁଃଖ ଭରି ଦେଇଛନ୍ତି ? (ପ୍ର୦୫-ହି ୩/୧ ପୃ ୨୭ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ରୂତ ୧:୧-୧୭ (ଶିଖାଇବା  ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଏବଂ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୯)

  • ଭାଷଣ: (୫ ମି.) ଅନୁକରଣ କରନ୍ତୁ (ହିନ୍ଦୀ) ପୃ ୪୩-୪୪ ¶୫-୯—ବିଷୟବସ୍ତୁ: ପରିବାର କାହାକୁ କହନ୍ତି ? (ଶିଖାଇବା  ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୫୪

  • “ଯିହୋବା ଆପଣଙ୍କୁ ଅଟଳ ପ୍ରେମ କରନ୍ତି”: (୧୫ ମି.) ଆଲୋଚନା; ୨୦୧୯ର ପ୍ରବନ୍ଧକ ସମିତି ରିପୋର୍ଟ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଖୁସିର ଖବର ପାଠ ୧୫, ପ୍ରଶ୍ନ ୧-୨, ପୃ ୩୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୫୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ