ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୧୦
  • ୭–୧୩ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୭–୧୩ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୧୦

୭-୧୩ ଫେବୃୟାରୀ

୧ ଶାମୁୟେଲ ୧-୨

  • ଗୀତ ୪୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମନ ଖୋଲି ଯିହୋବାଙ୍କଠାରେ ପ୍ରାର୍ଥନା କରନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୨:୧୦—ହାନ୍ନା ନିଜ ପ୍ରାର୍ଥନାରେ ଏପରି କାହିଁକି କହିଲେ ଯେ ‘ଆପଣା ରାଜାକୁ ବଳ ଦେବେ,’ ଯେବେ କି ସେ ସମୟରେ କୌଣସି ରାଜା ନ ଥିଲେ ? (ପ୍ର୦୫-ହି ୩/୧୫ ପୃ ୨୧ ¶୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୧:୧-୧୮ (ଶିଖାଇବା  ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା  ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ, ଏବଂ “ଏହି ପୁସ୍ତିକାରୁ ଅଧିକରୁ ଅଧିକ ଲାଭ ପାଇବା ପାଇଁ କʼଣ କରିବା ?” ଭାଗ ଉପରେ ଆଲୋଚନା କରନ୍ତୁ । (ଶିଖାଇବା  ଅଧ୍ୟୟନ ୨୦)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୩ ପଏଣ୍ଟ ନଂ. ୫ (ଶିଖାଇବା  ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୩

  • “କିଶୋର-କିଶୋରୀ—ବାପା ମାଆଙ୍କୁ ନିଜ ମନ କଥା କହନ୍ତୁ”: (୧୫ ମି.) ଆଲୋଚନା; କିଶୋର-କିଶୋରୀ—ସମସ୍ୟା ଓ ତାର ସମାଧାନ—ବାପା ମାଆଙ୍କ ସହ କଥା ହେବେ କିପରି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ସୁଖୀ ପରିବାରର ରହସ୍ୟ କʼଣ ? ସମ୍ପୂର୍ଣ୍ଣ ଟ୍ରାକ୍ଟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ