ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୧୨
  • ୧୪-୨୦ ଫେବୃୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୪-୨୦ ଫେବୃୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୧୨

୧୪-୨୦ ଫେବୃୟାରୀ

୧ ଶାମୁୟେଲ ୩-୫

  • ଗୀତ ୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବା ମଙ୍ଗଳମୟ ଈଶ୍ୱର ଅଟନ୍ତି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୩:୩—କʼଣ ଶାମୁୟେଲ ପ୍ରକୃତରେ ମହାପବିତ୍ର ସ୍ଥାନରେ ଶୋଇଥିଲେ ? (ପ୍ର୦୫-ହି ୩/୧୫ ପୃ ୨୧ ¶୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୩:୧-୧୮ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ପାଠ ୦୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୫)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପୁସ୍ତିକା ପାଠ ୦୩ ପଏଣ୍ଟ ନଂ. ୬ (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୦

  • “ଶାମୁୟେଲଙ୍କ ଜୀବନରୁ ଶିଖନ୍ତୁ”: (୧୫ ମି.) ଆଲୋଚନା; ଇତିହାସର ପୃଷ୍ଠାଗୁଡ଼ିକରୁ—ଶାମୁୟେଲ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଦୁଃଖକଷ୍ଟ କେବେ ସମାପ୍ତି ହେବ କି ? ସମ୍ପୂର୍ଣ୍ଣ ଟ୍ରାକ୍ଟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୪୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ