ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜାନୁୟାରୀ ପୃଷ୍ଠା ୧୫
  • ୨୮ ଫେବୃୟାରୀ–୬ ମାର୍ଚ୍ଚ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୮ ଫେବୃୟାରୀ–୬ ମାର୍ଚ୍ଚ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜାନୁୟାରୀ ପୃଷ୍ଠା ୧୫

୨୮ ଫେବୃୟାରୀ–୬ ମାର୍ଚ୍ଚ

୧ ଶାମୁୟେଲ ୯-୧୧

  • ଗୀତ ୧୨୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଶାଉଲ ପ୍ରଥମେ ନମ୍ର ଥିଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୯:୯—ଏହି ପଦର ଅର୍ଥ କʼଣ ? (ପ୍ର୦୫-ହି ୩/୧୫ ପୃ ୨୨ ¶୮)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୯:୧-୧୦ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • “ପ୍ରଚାର ସେବାରେ ଆହୁରି ଖୁସି ପାଆନ୍ତୁ—ନିଜ ବାଇବଲ ବିଦ୍ୟାର୍ଥୀଙ୍କୁ ଖରାପ ସାଙ୍ଗମାନଙ୍କୁ ଛାଡ଼ିବା ପାଇଁ ଶିଖାନ୍ତୁ”: (୧୦ ମି.) ଆଲୋଚନା; ନିଜ ବାଇବଲ ବିଦ୍ୟାର୍ଥୀଙ୍କୁ ଖରାପ ସାଙ୍ଗମାନଙ୍କୁ ଛାଡ଼ିବା ପାଇଁ ଶିଖାନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ଭାଷଣ: (୫ ମି.) ପ୍ର୧୫-ହି ୪/୧୫ ପୃ ୬-୭ ¶୧୬-୨୦—ବିଷୟବସ୍ତୁ: ଭଲ ଭାବରେ ଶିଖାଇବାର ଉପାୟ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୩୭

  • ବାର୍ଷିକ ସେବା ରିପୋର୍ଟ: (୧୫ ମି.) ଜଣେ ପ୍ରାଚୀନଙ୍କ ଦ୍ୱାରା ଭାଷଣ । ଏହି ରିପୋର୍ଟ ବିଷୟରେ ଶାଖା କାର୍ଯ୍ୟାଳୟରୁ ମିଳିଥିବା ଘୋଷଣା ପଢ଼ନ୍ତୁ । ତାʼପରେ, ପୂର୍ବରୁ ବଛାଯାଇଥିବା ଏପରି କିଛି ପ୍ରଚାରକଙ୍କ ସାକ୍ଷାତ୍‌କାର ନିଅନ୍ତୁ, ଯେଉଁମାନଙ୍କୁ ଗତ ବର୍ଷ ପ୍ରଚାର ସେବାରେ ଭଲ ଅନୁଭୂତି ମିଳିଥିଲା ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପରମେଶ୍ୱରଙ୍କ ବଚନର ପରିଚୟ ପରିଚୟ ଏବଂ ପ୍ରଶ୍ନ ୧-୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୮ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ