୧୪-୨୦ ମାର୍ଚ୍ଚ
୧ ଶାମୁୟେଲ ୧୪-୧୫
ଗୀତ ୮୯ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଆଜ୍ଞା ମାନିବା ବଳିଦାନ ଚଢ଼ାଇବାଠାରୁ ଶ୍ରେଷ୍ଠ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ଶାମୁ ୧୫:୨୪—ଶାଉଲଙ୍କ ଦୟା କରିବା କାହିଁକି ଭୁଲ ଥିଲା ଏବଂ ଏଥିରୁ ଆମେ କʼଣ ଶିଖୁ ? (ଇନସାଇଟ୍-୧ ପୃ ୪୯୩)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ଶାମୁ ୧୫:୧-୧୬ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ଅନ୍ୟମାନଙ୍କୁ ସାହାଯ୍ୟ କରନ୍ତୁ—ମାଥି ୨୦:୨୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ତାʼପରେ ଶିକ୍ଷା ଉପକରଣ ବକ୍ସରୁ କୌଣସି ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)
ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ବ୍ୟକ୍ତି ଜଣକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବାକୁ ଚାହିଁବେ । ତାʼପରେ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୧୧)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
୧୯ ମାର୍ଚ୍ଚ ଶନିବାରରୁ ସ୍ମାରକ ଅଭିଯାନ: (୧୦ ମି.) ଆଲୋଚନା; ନିମନ୍ତ୍ରଣ ପତ୍ର ବିଷୟରେ କିଛି କୁହନ୍ତୁ । ଏହା ମଧ୍ୟ କୁହନ୍ତୁ ଯେ ଆପଣଙ୍କ ଅଞ୍ଚଳରେ ନିମନ୍ତ୍ରଣ ପତ୍ର ଦେବା ପାଇଁ ଏବଂ ବିଶେଷ ଭାଷଣ ଓ ସ୍ମାରକ ପାଇଁ କʼଣ କʼଣ ବ୍ୟବସ୍ଥା ରହିଛି । ନିମନ୍ତ୍ରଣ ପତ୍ର ଦେବାର ଭିଡିଓ ଦେଖାନ୍ତୁ ଏବଂ ତାʼ ଉପରେ ଆଲୋଚନା କରନ୍ତୁ ।
ଯିହୋବାଙ୍କ ମିତ୍ର ହୁଅ—ଯିହୋବାଙ୍କ କଥା ମାନ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବଚନର ପରିଚୟ ପ୍ରଶ୍ନ ୬-୭
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୦ ଏବଂ ପ୍ରାର୍ଥନା