ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମାର୍ଚ୍ଚ ପୃଷ୍ଠା ୧୨
  • ୧୮-୨୪ ଏପ୍ରିଲ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ଏପ୍ରିଲ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମାର୍ଚ୍ଚ ପୃଷ୍ଠା ୧୨

୧୮-୨୪ ଏପ୍ରିଲ୍‌

୧ ଶାମୁୟେଲ ୨୩-୨୪

  • ଗୀତ ୧୧୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଯିହୋବାଙ୍କ ସମୟର ଅପେକ୍ଷା କରନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ଶାମୁ ୨୩:୧୬, ୧୭—ଆମେ ଯୋନାଥନଙ୍କ ଭଳି କିପରି ହୋଇପାରିବା ? (ପ୍ର୧୭.୧୧-ହି ପୃ ୨୭ ¶୧୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ଶାମୁ ୨୩:୨୪–୨୪:୭ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୩)

  • ଭାଷଣ: (୫ ମି.) ପ୍ର୧୯.୦୩-ହି ପୃ ୨୩-୨୪ ¶୧୨-୧୫—ବିଷୟବସ୍ତୁ: ଯେଉଁମାନଙ୍କୁ ଆପଣ ଶିଖାନ୍ତି ସେମାନଙ୍କ ପ୍ରତି ଧୈର୍ଯ୍ୟ ଦେଖାନ୍ତୁ । (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୮

  • “ସବୁ ସମସ୍ୟା ନିଶ୍ଚୟ ଶେଷ ହେବ”: (୧୫ ମି.) ଆଲୋଚନା; ଦୁନିଆରେ ପଡ଼ିଛି ଫାଟ କିନ୍ତୁ ଆମ ମଧ୍ୟରେ ଏକତା ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ବଚନର ପରିଚୟ ପ୍ରଶ୍ନ ୧୮-୨୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ