ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ମେ ପୃଷ୍ଠା ୯
  • ୬-୧୨ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୬-୧୨ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ମେ ପୃଷ୍ଠା ୯

୬-୧୨ ଜୁନ୍‌

୨ ଶାମୁୟେଲ ୯-୧୦

  • ଗୀତ ୧୨୪ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଦାଉଦ ଅନ୍ୟମାନଙ୍କୁ ଦୟା ଦେଖାଇଲେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୧୦:୪, ୫—ହାନୂନ୍‌ ଇସ୍ରାଏଲୀୟ ପୁରୁଷମାନଙ୍କ ସହ ଯାହା କଲା, ସେଥିରୁ ସେମାନଙ୍କ ଅପମାନ କିପରି ହେଲା ? (ଇନସାଇଟ୍‌-୧ ପୃ ୨୬୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୯:୧-୧୩ (ଶିଖାଇବା ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) ‘ପ୍ରଚାର କରିବାର ନମୁନା’ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) ‘ପ୍ରଚାର କରିବାର ନମୁନା’ ସାହାଯ୍ୟରେ କଥା ଆରମ୍ଭ କରନ୍ତୁ । କୌଣସି ସାଧାରଣ ବିଷୟରେ ଏପରି କଥାବାର୍ତ୍ତା ଆରମ୍ଭ କରନ୍ତୁ, ଯାହାଫଳରେ କିଛି ପୁନଃସାକ୍ଷାତ କଲା ପରେ ଆପଣ ତାଙ୍କୁ ସଜାଗ ହୁଅ ! ସଂଖ୍ୟା ୧ ପତ୍ରିକା ଦେଇପାରିବେ । (ଶିଖାଇବା ଅଧ୍ୟୟନ ୧୭)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ପାଠ ୦୫ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୧୬

  • ମନେ ରଖନ୍ତୁ ଯେ ପ୍ରେମ—ହିତଜନକ: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଦାଉଦ ମଫୀବୋଶତ୍‌ ଉପରେ ଦୟା କିପରି ଦେଖାଇଲେ ? ଆମେ ଅନ୍ୟମାନଙ୍କ ଉପରେ ଦୟା କରି ସେମାନଙ୍କ ପାଇଁ କʼଣ କରିପାରିବା ?

  • ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ଜୁନ୍‌ ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୦୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ