ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ଜୁଲାଇ ପୃଷ୍ଠା ୨
  • ୪-୧୦ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ଜୁଲାଇ ପୃଷ୍ଠା ୨

୪-୧୦ ଜୁଲାଇ

୨ ଶାମୁୟେଲ ୧୮-୧୯

  • ଗୀତ ୧୩୮ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ବର୍ସିଲ୍ଲୟଙ୍କ ପରି ହୁଅନ୍ତୁ ନିଜ ମର୍ଯ୍ୟାଦାରେ ରହନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ଶାମୁ ୧୯:୨୪-୩୦—ମଫୀବୋଶତ୍‌ଙ୍କ ଉଦାହରଣରୁ ଆମକୁ କିପରି ସାହସ ମିଳିପାରିବ ? (ପ୍ର୨୦.୦୪-ହି ପୃ ୩୦ ¶୧୯)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ଶାମୁ ୧୯:୩୧-୪୩ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଖୁସି—ପ୍ରେରି ୨୦:୩୫ ନାମକ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ ।a କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ଭାଷଣ: (୫ ମି.) ପ୍ର୨୧.୦୮-ହି ପୃ ୨୩-୨୫ ¶୧୫-୧୯—ବିଷୟ: ଯଦି ଆପଣ ଅଧିକ କରିପାରୁ ନାହାନ୍ତି, ତେବେ ଆପଣ କେଉଁ ଲକ୍ଷ୍ୟ ରଖିପାରିବେ ? (ଶିଖାଇବା ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୮୧

  • “ନୂଆ ସେବା ବର୍ଷ ପାଇଁ ଲକ୍ଷ୍ୟ ରଖନ୍ତୁ—ଅଗ୍ରଦୂତ ସେବା କରନ୍ତୁ”: (୧୫ ମି.) ଆଲୋଚନା; ସାହସୀ ଅଗ୍ରଦୂତ ହୁଅନ୍ତୁ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୯୭ ଏବଂ ପ୍ରାର୍ଥନା

a ୧୬ ପୃଷ୍ଠାରେ ଦିଆଯାଇଥିବା ଲେଖା ପଢ଼ନ୍ତୁ ।

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ