ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ସେପ୍ଟେମ୍ବର ପୃଷ୍ଠା ୮
  • ୨୬ ସେପ୍ଟେମ୍ବର–୨ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୨୬ ସେପ୍ଟେମ୍ବର–୨ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ସେପ୍ଟେମ୍ବର ପୃଷ୍ଠା ୮

୨୬ ସେପ୍ଟେମ୍ବର–୨ ଅକ୍ଟୋବର

୧ ରାଜାବଳୀ ୧୫-୧୬

  • ଗୀତ ୭୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣ ଆସାଙ୍କ ଭଳି ସାହସ ଦେଖାନ୍ତି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୧୬:୩୪—ଏହି ଘଟଣାରୁ ଆମ ଭରସା କିପରି ବଢ଼େ ଯେ ଯିହୋବାଙ୍କ ସବୁ ଭବିଷ୍ୟତବାଣୀ ନିଶ୍ଚୟ ପୂରା ହେବ ? (ପ୍ର୯୮-ହି ୯/୧୫ ପୃ ୨୧-୨୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୧୫:୨୫–୧୬:୭ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ “ବାଇବଲ ଅଧ୍ୟୟନ ଆରମ୍ଭ କରିବାର ଅଭିଯାନ” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ “ବାଇବଲ ଅଧ୍ୟୟନ ଆରମ୍ଭ କରିବାର ଅଭିଯାନ” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୧୬)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୭ ପଏଣ୍ଟ ନଂ. ୬ (ଶିଖାଇବା ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୩

  • “ଖ୍ରୀଷ୍ଟଙ୍କର ସାହସୀ ଯୋଦ୍ଧା”: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଆପଣ ବେଞ୍ଜାମିନ୍‌ ଓ ଶୃତିଠାରୁ କʼଣ ଶିଖିଲେ ?

  • ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ସଂଗଠନକୁ ମିଳିଥିବା ସଫଳତା—ସେପ୍ଟେମ୍ବର ମାସର ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୦

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୦୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ