ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ସେପ୍ଟେମ୍ବର ପୃଷ୍ଠା ୯
  • ୩-୯ ଅକ୍ଟୋବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩-୯ ଅକ୍ଟୋବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ସେପ୍ଟେମ୍ବର ପୃଷ୍ଠା ୯

୩-୯ ଅକ୍ଟୋବର

୧ ରାଜାବଳୀ ୧୭-୧୮

  • ଗୀତ ୩୨ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତମେମାନେ କେବେ ଯାଏ ଦୁଇଟି ମତକୁ ଧରି ରହିବ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୧ରାଜା ୧୮:୧—ଯୀଶୁ ଏପରି କାହିଁକି କହିଲେ ଯେ ଏଲୀୟଙ୍କ ସମୟରେ ମରୁଡ଼ି “ତିନି ବର୍ଷ ଛଅ ମାସ” ରହିଲା ? [ଲୂକ ୪:୨୫; ବିଶ୍ୱାସର ଅନୁକାରୀ (ହିନ୍ଦୀ) ପୃ ୮୬, ବକ୍ସ]

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୧ରାଜା ୧୮:୩୬-୪୬ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ଭଲ ପରାମର୍ଶ—୨ତୀମ ୩:୧୬, ୧୭ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ଭାଷଣ: (୫ ମି.) ପ୍ର୧୪-ହି ୨/୧୫ ପୃ ୧୪-୧୫ ବିଷୟବସ୍ତୁ: ଜଣେ ବିଧବାର ବିଶ୍ୱାସରୁ ଶିଖନ୍ତୁ । (ଶିଖାଇବା ଅଧ୍ୟୟନ ୧୩)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୧୧

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୧

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୮୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ