ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb22 ସେପ୍ଟେମ୍ବର ପୃଷ୍ଠା ୧୪
  • ୩୧ ଅକ୍ଟୋବର–୬ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩୧ ଅକ୍ଟୋବର–୬ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୨
mwb22 ସେପ୍ଟେମ୍ବର ପୃଷ୍ଠା ୧୪

୩୧ ଅକ୍ଟୋବର–୬ ନଭେମ୍ବର

୨ ରାଜାବଳୀ ୩-୪

  • ଗୀତ ୧୫୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ତମ ପୁଅକୁ କୋଳରେ ଉଠାଇ ନିଅ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୪:୩୮—“ଭବିଷ୍ୟଦ୍‌ବକ୍ତାଗଣର ପୁତ୍ରମାନେ” ହୁଏତ କେଉଁମାନେ ଥିଲେ ? (ଇନସାଇଟ୍‌-୨ ପୃ ୬୯୭ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୩:୧-୧୨ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

  • ଭାଷଣ: (୫ ମି.) ପ୍ର୧୩-ହି ୮/୧୫ ପୃ ୨୮-୨୯—ବିଷୟବସ୍ତୁ: ଆପଣ ଇଲୀଶାୟଙ୍କ ଭଳି ନମ୍ର ହୋଇ ଯିହୋବାଙ୍କ ସେବା କିପରି କରିପାରିବେ ? (ଶିଖାଇବା ଅଧ୍ୟୟନ ୧୫)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୯

  • “ନିଜର ଲୋକମାନଙ୍କୁ ହରାଇବାର ଦୁଃଖ କିପରି ସହିବା ?”: (୧୫ ମି.) ଆଲୋଚନା; ଯେତେବେଳେ ଆମେ କାହାରିକୁ ମୃତ୍ୟୁରେ ହରାଉ ନାମକ ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୫

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୯ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ