ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜାନୁୟାରୀ ପୃଷ୍ଠା ୩
  • ୯-୧୫ ଜାନୁୟାରୀ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୯-୧୫ ଜାନୁୟାରୀ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜାନୁୟାରୀ ପୃଷ୍ଠା ୩

୯-୧୫ ଜାନୁୟାରୀ

୨ ରାଜାବଳୀ ୨୪-୨୫

  • ଗୀତ ୬୦ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ସବୁବେଳେ ମନେରଖନ୍ତୁ ଯେ ସମୟ ବହୁତ କମ୍‌ ରହିଯାଇଛି”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ରାଜା ୨୪:୩, ୪—ଏହି ପଦଗୁଡ଼ିକରୁ ଆମକୁ ଯିହୋବାଙ୍କ ବିଷୟରେ କʼଣ ଜଣାପଡ଼େ ? (ପ୍ର୦୫-ହି ୮/୧ ପୃ ୧୨ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ରାଜା ୨୪:୧-୧୭ (ଶିଖାଇବା ଅଧ୍ୟୟନ ୧୧)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପୁନଃସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପୁନଃସାକ୍ଷାତ: ସମସ୍ୟାର ସମାଧାନ—ରୋମୀ ୧୨:୧୮ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୧୫)

  • ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କ ସହ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ପାଠ ୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୪୩

  • ମଣ୍ଡଳୀର ଆବଶ୍ୟକତା: (୧୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ବହି ଭାଗ ୨ରେ ଆପଣ କʼଣ ଶିଖିଲେ ?

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ