ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ମେ ପୃଷ୍ଠା ୧୦
  • ୫-୧୧ ଜୁନ୍‌

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୫-୧୧ ଜୁନ୍‌
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ମେ ପୃଷ୍ଠା ୧୦

୫-୧୧ ଜୁନ୍‌

୨ ବଂଶାବଳୀ ୩୦-୩୧

  • ଗୀତ ୮୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଏକା ସହ ମିଶି ଏକାଠି ହେବା ଆମ ପାଇଁ ଲାଭଦାୟକ ଅଟେ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ୨ବଂଶା ୩୦:୨୦—ଯିହୋବା ଯେପରି ଭାବେ ହିଜକୀୟଙ୍କ ପ୍ରାର୍ଥନା ଶୁଣିଲେ ସେଥିରୁ ଆମେ କʼଣ ଶିଖୁ ? (ପ୍ର୧୮.୦୯-ହି ପୃ ୬ ¶୧୪-୧୫)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ୨ବଂଶା ୩୧:୧୧-୨୧ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୨ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । (ଶିଖାଇବା ଅଧ୍ୟୟନ ୨୦)

  • ପୁନଃସାକ୍ଷାତ: (୫ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ପାଠ ୦୧ରୁ ବାଇବଲ ଅଧ୍ୟୟନ ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧୮)

  • ଭାଷଣ: (୫ ମି.) ପ୍ର୧୯.୦୧-ହି ପୃ ୧୧-୧୩ ¶୧୩-୧୮—ବିଷୟ: ସଭାରେ ଉତ୍ତର ଦେଇ ଯିହୋବାଙ୍କ ପ୍ରଶଂସା କରନ୍ତୁ । (ଶିଖାଇବା ଅଧ୍ୟୟନ ୧୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୭୪

  • ଯିହୋବାଙ୍କ ମିତ୍ର ହୁଅ—ଉତ୍ତର ଦେବା ପାଇଁ ପ୍ରସ୍ତୁତି କର: (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ, ଯଦି ସମ୍ଭବ କିଛି ଛୋଟ ପିଲାଙ୍କୁ ପଚାରନ୍ତୁ: ଆପଣ ସଭାଗୁଡ଼ିକରେ ଉତ୍ତର ଦେବା ପାଇଁ ପ୍ରସ୍ତୁତି କିପରି କରିପାରିବେ ? ଯଦି ଆମକୁ ଉତ୍ତର ଦେବା ପାଇଁ ସୁଯୋଗ ମିଳେ ନାହିଁ ତେବେ ବି ଆମେ ଖୁସି କାହିଁକି ରହିପାରିବା ?

  • ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ଜୁନ୍‌ ମାସର ସଂଗଠନକୁ ମିଳିଥିବା ସଫଳତା  ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ଭାଗ ୩ରେ ଆପଣ କʼଣ ଶିଖିଲେ ?

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୧୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ