ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜୁଲାଇ ପୃଷ୍ଠା ୫
  • ୧୭-୨୩ ଜୁଲାଇ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୭-୨୩ ଜୁଲାଇ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜୁଲାଇ ପୃଷ୍ଠା ୫

୧୭-୨୩ ଜୁଲାଇ

ଏଜ୍ରା ୯-୧୦

  • ଗୀତ ୮୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଆଜ୍ଞା ନ ମାନିବାର ଖରାପ ପରିଣାମ”: (୧୦ ମି.)

  • ବହୁମୂଲ୍ୟ ଧନ: (୧୦ ମି.)

    • ଏଜ୍ରା ୧୦:୪୪—ଇସ୍ରାଏଲର ପୁରୁଷମାନେ ସେମାନଙ୍କ ସ୍ତ୍ରୀ ଓ ପିଲାମାନଙ୍କୁ କାହିଁକି ସେମାନଙ୍କ ଦେଶକୁ ଫେରାଇ ଦେଲେ ? (ପ୍ର୦୬-ହି ୧/୧୫ ପୃ ୨୦ ¶୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଏଜ୍ରା ୯:୧-୯ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରିବା ପାଇଁ ଦୁଃଖକଷ୍ଟ କେବେ ସମାପ୍ତି ହେବ କି ? ଟ୍ରାକ୍ଟକୁ ବ୍ୟବହାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୩)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୬)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୧ ¶୧ ଏବଂ ପଏଣ୍ଟ ନଂ. ୧-୩ (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୫୦

  • ଆଜ୍ଞା ମାନିଲେ ସୁରକ୍ଷା ହୁଏ (୨ଥେସ ୧:୮): (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ହର୍ମିଗିଦ୍ଦୋନ୍‌ ପୂର୍ବରୁ କʼଣ କʼଣ ହେବ ?

    ଆଜି ଆଜ୍ଞା ମାନିଲେ ଆମକୁ କʼଣ ଲାଭ ହୁଏ ?

    ହର୍ମିଗିଦ୍ଦୋନ୍‌ ଓ ଆଜ୍ଞା ମାନିବା ମଧ୍ୟରେ କʼଣ ସମ୍ପର୍କ ଅଛି ?

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୦ ପଏଣ୍ଟ ନଂ. ୬-୭ ଏବଂ ଆମେ କʼଣ ଶିଖିଲୁ ?, ଆପଣ କʼଣ କହିବେ ? ଏବଂ ଲକ୍ଷ୍ୟ

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୩୩ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ