ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ଜୁଲାଇ ପୃଷ୍ଠା ୭
  • ୩୧ ଜୁଲାଇ–୬ ଅଗଷ୍ଟ

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୩୧ ଜୁଲାଇ–୬ ଅଗଷ୍ଟ
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ଜୁଲାଇ ପୃଷ୍ଠା ୭

୩୧ ଜୁଲାଇ–୬ ଅଗଷ୍ଟ

ନିହିମୀୟା ୩-୪

  • ଗୀତ ୧୪୩ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ପରିଶ୍ରମ କଲେ ଆପଣଙ୍କ ସମ୍ମାନ ଚାଲିଯାଏ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ନିହି ୪:୧୭, ୧୮—ପ୍ରାଚୀରକୁ ପୁଣି ନିର୍ମାଣ କରିବା ସମୟରେ କେବଳ ଗୋଟିଏ ହାତରେ କାମ କରିବା କିପରି ସମ୍ଭବ ଥିଲା ? (ପ୍ର୦୬-ହି ୨/୧ ପୃ ୯ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ନିହି ୩:୧୫-୨୪ (ଶିଖାଇବା ଅଧ୍ୟୟନ ୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକାର ଶେଷ ପୃଷ୍ଠା ଉପରେ ଚର୍ଚ୍ଚା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ପଚାରନ୍ତୁ ଯେ କʼଣ ସେ ବାଇବଲ ଅଧ୍ୟୟନ କରିବା ପାଇଁ ଚାହିଁବେ । (ଶିଖାଇବା ଅଧ୍ୟୟନ ୧୨)

  • ଭାଷଣ: (୫ ମି.) ରାଜ୍ୟ ସେବା ୧୧/୧୨ ପୃ ୧—ବିଷୟ: ନିଜ ପରିଶ୍ରମର ଭଲ ପରିଣାମ ଦେଖି ଖୁସି ହୁଅନ୍ତୁ । (ଶିଖାଇବା ଅଧ୍ୟୟନ ୧୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୯୧

  • ଯିହୋବାଙ୍କ ସାକ୍ଷୀମାନଙ୍କ ସହ କାମ କରିବା: (୮ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଏହି ଭିଡିଓରୁ ଆମେ କʼଣ ଶିଖିଲୁ ? କାମ ଜାଗାରେ ଯଦି ଆମେ ଭଲ ବ୍ୟବହାର ଦେଖାଇବା, ତେବେ ଏଥିରୁ କିପରି ଅନ୍ୟମାନଙ୍କୁ ସାକ୍ଷ୍ୟ ମିଳିବ ?

  • ମଣ୍ଡଳୀର ଆବଶ୍ୟକତା: (୭ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୨

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୯ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ