ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ସେପ୍ଟେମ୍ବର ପୃଷ୍ଠା ୨
  • ୪-୧୦ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ସେପ୍ଟେମ୍ବର ପୃଷ୍ଠା ୨

୪-୧୦ ସେପ୍ଟେମ୍ବର

ଏଷ୍ଟର ୧-୨

  • ଗୀତ ୧୩୭ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଏଷ୍ଟରଙ୍କ ଭଳି ମର୍ଯ୍ୟାଦାରେ ରହନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଏଷ୍ଟ ୨:୫—ମର୍ଦ୍ଦଖୟଙ୍କ ବିଷୟରେ ବାଇବଲରେ ଯାହା ଲେଖାଅଛି ତାହା ସତ ଅଟେ, ଏହାର କʼଣ ପ୍ରମାଣ ରହିଛି ? (ପ୍ର୨୨.୧୧ ପୃ ୩୧ ¶୩-୬)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଏଷ୍ଟ ୧:୧୩-୨୨ (ଶିଖାଇବା ଅଧ୍ୟୟନ ୧୦)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା । ପ୍ରଥମ ସାକ୍ଷାତ: ରାଜ୍ୟ—ମାଥି ୬:୯, ୧୦ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)

  • ଭାଷଣ: (୫ ମି.) ପ୍ର୨୦.୧୧-ହି ପୃ ୧୩-୧୪ ¶୩-୭—ବିଷୟ: ଯୀଶୁ ଓ ସ୍ୱର୍ଗଦୂତ ସାହାଯ୍ୟ କରନ୍ତି । (ଶିଖାଇବା ଅଧ୍ୟୟନ ୧୪)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୦୬

  • ଯୁବକଯୁବତୀମାନେ କʼଣ କହନ୍ତି ?—ରୂପ-ରଙ୍ଗ (୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ଏ ପ୍ରଶ୍ନଗୁଡ଼ିକ ପଚାରନ୍ତୁ: ନିଜର ରୂପ-ରଙ୍ଗ ବିଷୟରେ ସଠିକ୍‌ ଦୃଷ୍ଟିକୋଣ ରଖିବା କାହିଁକି କଠିନ ହୋଇପାରେ ?

    ଏହି ମାମଲା ବିଷୟରେ ୧ ପିତର ୩:୩, ୪ ପଦରେ ଦିଆଯାଇଥିବା ସିଦ୍ଧାନ୍ତରୁ ଆମକୁ କିପରି ସାହାଯ୍ୟ ମିଳିପାରିବ ?

  • ସଂଗଠନକୁ ମିଳିଥିବା ସଫଳତା: (୧୦ ମି.) ସେପ୍ଟେମ୍ବର ମାସର ସଂଗଠନକୁ ମିଳିଥିବା ସଫଳତା ଭିଡିଓ ଦେଖାନ୍ତୁ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୬ ଏବଂ ଅଧିକ ବିବରଣୀ ୬ ଓ ୭

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୦୧ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ