ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ସେପ୍ଟେମ୍ବର ପୃଷ୍ଠା ୪
  • ୧୮-୨୪ ସେପ୍ଟେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ସେପ୍ଟେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ସେପ୍ଟେମ୍ବର ପୃଷ୍ଠା ୪

୧୮-୨୪ ସେପ୍ଟେମ୍ବର

ଏଷ୍ଟର ୬-୮

  • ଗୀତ ୧୧୫ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ଏଷ୍ଟରଙ୍କ ଭଳି ହୁଅନ୍ତୁ, ଭଲଭାବେ କଥାବାର୍ତ୍ତା ହୁଅନ୍ତୁ”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଏଷ୍ଟ ୭:୪—ଯିହୁଦୀମାନଙ୍କ ବିନାଶ ଯୋଗୁଁ ‘ମହାରାଜାଙ୍କର କ୍ଷତି’ କିପରି ହୁଅନ୍ତା ? (ପ୍ର୦୬-ହି ୩/୧ ପୃ ୧୧ ¶୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଏଷ୍ଟ ୮:୯-୧୭ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୧୨)

  • ଭାଷଣ: (୫ ମି.) ପ୍ର୨୨.୦୧-ହି ପୃ ୧୦-୧୧ ¶୮-୧୦—ବିଷୟ: ଯାକୁବଙ୍କ ଭଳି ଭଲ ଶିକ୍ଷକ ହୁଅନ୍ତୁ— ସରଳ ଶବ୍ଦଗୁଡ଼ିକରୁ ଶିଖାନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୪୮

  • “ଯେବେ ଆପଣଙ୍କୁ କେହି ହଇରାଣ କରେ, ତେବେ ଯିହୋବାଙ୍କ ଉପରେ ଭରସା ରଖନ୍ତୁ”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୮

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୧୨୪ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ