ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୨
  • ୬-୧୨ ନଭେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୬-୧୨ ନଭେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୨

୬-୧୨ ନଭେମ୍ବର

ଆୟୁବ ୧୩-୧୪

  • ଗୀତ ୧୫୧ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମନୁଷ୍ୟ ମଲେ କʼଣ ପୁନର୍ବାର ବଞ୍ଚିବ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୧୩:୧୨—ଆୟୁବ ଏପରି କାହିଁକି କହିଲେ ଯେ ତାଙ୍କ ଖରାପ ସାଙ୍ଗମାନଙ୍କର କଥାଗୁଡ଼ିକ “ଭସ୍ମରୂପ ପ୍ରବାଦ ଅଟେ” ? (ଇନସାଇଟ୍‌-୧ ପୃ ୧୯୧)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୧୩:୧-୨୮ (ଶିଖାଇବା ଅଧ୍ୟୟନ ୧୨)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତର ଭିଡିଓ: (୫ ମି.) ଆଲୋଚନା; ପ୍ରଥମ ସାକ୍ଷାତ: ବାଇବଲ—୨ତୀମ ୩:୧୬, ୧୭ ଭିଡିଓ ଦେଖାନ୍ତୁ । ଯେତେବେଳେ ଭିଡିଓରେ ପ୍ରଶ୍ନଗୁଡ଼ିକ ଆସେ, ଭିଡିଓକୁ ପଜ୍‌ କରନ୍ତୁ ଏବଂ ସେହି ପ୍ରଶ୍ନ ପଚାରନ୍ତୁ ।

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୨)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ଭାଗ ୧ରେ ଆପଣ କʼଣ ଶିଖିଲେ ? ପ୍ରଶ୍ନ ୧-୫ (ଶିଖାଇବା ଅଧ୍ୟୟନ ୧୯)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୭

  • “କିଛି ସଞ୍ଚୟ କରି ରଖ”: (୧୫ ମି.) ଆଲୋଚନା ଏବଂ ଭିଡିଓ । ଏହି ଭାଗକୁ ଜଣେ ପ୍ରାଚୀନ ପରିବେଷଣ କରିବେ । ମଣ୍ଡଳୀର ଭାଇଭଉଣୀମାନଙ୍କ ପ୍ରଶଂସା କରନ୍ତୁ, ଯେଉଁମାନେ ଆଗରୁ ହିଁ କିଛି ପଇସା ସଞ୍ଚୟ କରି ରଖନ୍ତି, ଯାହାଦ୍ୱାରା ସେମାନେ ରାଜ୍ୟର କାମଗୁଡ଼ିକୁ ସହଯୋଗ କରିବା ପାଇଁ ଦାନ ଦେଇପାରିବେ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୬ ¶୧-୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୭୬ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ