ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୮
  • ୪-୧୦ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୪-୧୦ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୮

୪-୧୦ ଡିସେମ୍ବର

ଆୟୁବ ୨୨-୨୪

  • ଗୀତ ୪୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୨୩:୧୩—ଯିହୋବାଙ୍କ ସେବା କରିବା ପାଇଁ ଆମେ ଯେଉଁ ଲକ୍ଷ୍ୟ ରଖୁ, ସେଗୁଡ଼ିକୁ ହାସଲ କରିବା ବିଷୟରେ ଆମେ ଯିହୋବାଙ୍କଠାରୁ କʼଣ ଶିଖୁ ? (ପ୍ର୦୪-ହି ୭/୧୫ ପୃ ୨୧-୨୨)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୨୨:୧-୨୨ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ଆମ ୱେବସାଇଟ୍‌ ବିଷୟରେ କହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୧)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ବାଇବଲ କାହିଁକି ଅଧ୍ୟୟନ କରିବା ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୨)

  • ଭାଷଣ: (୫ ମି.) ପ୍ର୨୧.୦୫-ହି ପୃ ୧୮-୧୯ ¶୧୭-୨୦—ବିଷୟ: ପ୍ରଚାର କାମରେ ଲାଗି ରହିଲେ ଆମେ ଯିହୋବାଙ୍କ କାମରେ ଆସିପାରିବା । (ଶିଖାଇବା ଅଧ୍ୟୟନ ୨୦)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୩୪

  • “ବାପାମାଆମାନେ, ନିଜ ପିଲାମାନଙ୍କୁ ଶିଖାନ୍ତୁ ଯେ ସେମାନେ କିପରି ଈଶ୍ୱରଙ୍କୁ ଖୁସି କରିପାରିବେ”: (୧୦ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ଆବଶ୍ୟକତା: (୫ ମି.)

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୮ ¶୧-୯

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୨୫ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ