ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb23 ନଭେମ୍ବର ପୃଷ୍ଠା ୧୨
  • ୧୮-୨୪ ଡିସେମ୍ବର

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ୧୮-୨୪ ଡିସେମ୍ବର
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୩
mwb23 ନଭେମ୍ବର ପୃଷ୍ଠା ୧୨

୧୮-୨୪ ଡିସେମ୍ବର

ଆୟୁବ ୨୮-୨୯

  • ଗୀତ ୩୯ ଏବଂ ପ୍ରାର୍ଥନା

  • ପ୍ରାରମ୍ଭିକ ଟିପ୍ପଣୀ (୧ ମି.)

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

  • “କʼଣ ଆପଣ ଆୟୁବଙ୍କ ଭଳି ଭଲ ନାମ ଅର୍ଜନ କରିଛନ୍ତି ?”: (୧୦ ମି.)

  • ବହୁମୂଲ୍ୟ ରତ୍ନ: (୧୦ ମି.)

    • ଆୟୁ ୨୯:୨୪—ଆୟୁବଙ୍କଠାରୁ ଆମେ କʼଣ ଶିଖିପାରିବା ? (ସଜା୦୦-ହି ୭/୮ ପୃ ୨୬ ¶୩)

    • ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?

  • ବାଇବଲ ପଠନ: (୪ ମି.) ଆୟୁ ୨୮:୧-୨୮ (ଶିଖାଇବା ଅଧ୍ୟୟନ ୫)

ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ

  • ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)

  • ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ କମ୍‌ ଶବ୍ଦରେ “ଏହି ପୁସ୍ତିକାରୁ ଅଧିକରୁ ଅଧିକ ଲାଭ ପାଇବା ପାଇଁ କʼଣ କରିବା ?” ଭାଗ ଉପରେ ଚର୍ଚ୍ଚା କରନ୍ତୁ । (ଶିଖାଇବା ଅଧ୍ୟୟନ ୧୭)

  • ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୩ରେ ‘ଭାବନ୍ତୁ ଓ ଶିଖନ୍ତୁ’ ଏବଂ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୬)

ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ

  • ଗୀତ ୧୨୧

  • “ମୁଁ କʼଣ କରିପାରିବି ଯାହାଦ୍ୱାରା ସାକ୍ଷୀମାନଙ୍କ ଭଲ ନାମ ରହୁ ?”: (୧୫ ମି.) ଆଲୋଚନା ଏବଂ ଭିଡିଓ ।

  • ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୯ ¶୧-୮

  • ଶେଷ ଟିପ୍ପଣୀ (୩ ମି.)

  • ଗୀତ ୫୦ ଏବଂ ପ୍ରାର୍ଥନା

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ