୨୫-୩୧ ଡିସେମ୍ବର
ଆୟୁବ ୩୦-୩୧
ଗୀତ ୨୮ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଆୟୁବ ନିଜ ଚାଲିଚଳନ କିପରି ଶୁଦ୍ଧ ରଖିଲେ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
ଆୟୁ ୩୧:୩୫—ଯେବେ କେହି ନିଜ ଚିନ୍ତାଗୁଡ଼ିକ ବିଷୟରେ ଆମକୁ କହନ୍ତି, ତେବେ ଆମେ କʼଣ କରିବା ଉଚିତ୍ ନୁହେଁ ? (ପ୍ର୦୫-ହି ୧୧/୧୫ ପୃ ୧୧ ¶୩)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କ’ଣ ଶିଖିଲେ ?
ବାଇବଲ ପଠନ: (୪ ମି.) ଆୟୁ ୩୧:୧୫-୪୦ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ କହନ୍ତୁ ଯେ ଆମେ ଲୋକମାନଙ୍କୁ ବାଇବଲରୁ ବି ଶିଖାଉ । ତାʼପରେ ତାଙ୍କୁ ବାଇବଲରୁ ଶିଖନ୍ତୁ ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧)
ପୁନଃସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ସେହି ବ୍ୟକ୍ତିକୁ ସଭା ପାଇଁ ଡାକନ୍ତୁ ଏବଂ ରାଜ୍ୟଘରେ କʼଣ ହୁଏ ? ଭିଡିଓ ବିଷୟରେ କହନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) ଓ ତାʼ ଉପରେ ଆଲୋଚନା କରନ୍ତୁ । (ଶିଖାଇବା ଅଧ୍ୟୟନ ୧୧)
ଭାଷଣ: (୫ ମି.) ସଜା୧୬-ହି ସଂଖ୍ୟା ୩ ପୃ ୮-୯—ବିଷୟ: ବାଇବଲ ସମଲିଙ୍ଗୀ ସମ୍ପର୍କ ବିଷୟରେ ଯାହା କହେ, ସେବିଷୟରେ ମୁଁ ଅନ୍ୟମାନଙ୍କୁ କିପରି ବୁଝାଇପାରିବି ? (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ଅଶ୍ଳୀଳ ଚିତ୍ର ଓ ଭିଡିଓଗୁଡ଼ିକ ଦେଖିବା କାହିଁକି ଭୁଲ ଅଟେ”: (୭ ମି.) ଆଲୋଚନା ଏବଂ ଭିଡିଓ ।
ମଣ୍ଡଳୀର ଆବଶ୍ୟକତା: (୮ ମି.)
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ପ୍ର୨୧.୦୯-ହି ଅଧ୍ୟୟନ ଲେଖା ୩୯ ¶୯-୧୧
ଶେଷ ଟିପ୍ପଣୀ (୩ ମି.)
ଗୀତ ୭୪ ଏବଂ ପ୍ରାର୍ଥନା