ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb17 ଡିସେମ୍ବର ପୃଷ୍ଠା ୩
  • ‘ସେମାନେ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରିବେ’

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ‘ସେମାନେ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରିବେ’
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୭
  • ପ୍ରାୟ ସମାନ ଲେଖା
  • “ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‌ବାକ୍ୟ ପ୍ରଚାର କରିବେ”
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୭
  • ଯିହୋବାଙ୍କ କାମ ପାଇଁ ଦାନ
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୦
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୧୭
mwb17 ଡିସେମ୍ବର ପୃଷ୍ଠା ୩
ଜଣେ ବ୍ୟକ୍ତି ଏକ ଯିଦୀର ବସ୍ତ୍ରର ଅଞ୍ଚଳ ଧରୁଛନ୍ତି

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ | ଯିଖରୀୟ ୧-୮

‘ସେମାନେ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରିବେ’

୮:୨୦-୨୩

ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ: “ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ।” ଆଜିର ଏହି ଶେଷକାଳରେ ସମସ୍ତ ରାଷ୍ଟ୍ରର ଲୋକେ ଅଭିଷିକ୍ତ ଖ୍ରୀଷ୍ଟିୟାନମାନଙ୍କ ସହିତ ମିଶି ଯିହୋବାଙ୍କ ସେବା କରିବା ପାଇଁ ଏକତ୍ରିତ ହେଉଛନ୍ତି

ଅନ୍ୟ ମେଷର ଲୋକମାନେ ଆଜି କେଉଁ କେଉଁ ଉପାୟରେ ଅଭିଷିକ୍ତ ଖ୍ରୀଷ୍ଟିୟାନମାନଙ୍କୁ ସହଯୋଗ କରନ୍ତି?

  • ଚାର ସେବାରେ ଦୁଇ ଜଣ ଯିହୋବାଙ୍କ ସାକ୍ଷୀ

    ସେମାନେ ହୃଦୟର ସହିତ ପ୍ରଚାର କାମରେ ଭାଗ ନିଅନ୍ତି

  • ଦାନ ବାକ୍ସରେ ପଇସା ଦିଆଯାଉଛି

    ସେମାନେ ଦାନ ଦେଇ ଏହି କାମକୁ ହୃଦୟର ସହିତ ସହଯୋଗ କରନ୍ତି

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ