ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • mwb21 ମାର୍ଚ୍ଚ ପୃଷ୍ଠା ୩
  • ଯିହୋବା ନିଜ ଲୋକମାନଙ୍କୁ କିପରି ମାର୍ଗଦର୍ଶନ କରନ୍ତି ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ଯିହୋବା ନିଜ ଲୋକମାନଙ୍କୁ କିପରି ମାର୍ଗଦର୍ଶନ କରନ୍ତି ?
  • ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ପ୍ରାୟ ସମାନ ଲେଖା
  • ‘ଆମ୍ଭେ ହିଁ ତୁମ୍ଭର ଅଧିକାର’
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ଇସ୍ରାଏଲୀୟମାନଙ୍କ ଛାଉଣିରୁ ଆମେ କʼଣ ଶିଖୁ ?
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • ଅହଂକାରୀ ହୁଅନ୍ତୁ ନାହିଁ, ନିଜ ଉପରେ ଅଧିକ ଭରସା କରନ୍ତୁ ନାହିଁ
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
  • “ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ”
    ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
ଆହୁରି ଦେଖନ୍ତୁ
ଆମ ଖ୍ରୀଷ୍ଟୀୟ ଜୀବନ ଓ ସେବା—ସଭା ପୁସ୍ତିକା—୨୦୨୧
mwb21 ମାର୍ଚ୍ଚ ପୃଷ୍ଠା ୩
ଶାସନ ଦଳର ଜଣେ ସଦସ୍ୟ JW ସାରଣରେ କିଛି କଛନ୍ତି ।

ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ

ଯିହୋବା ନିଜ ଲୋକମାନଙ୍କୁ କିପରି ମାର୍ଗଦର୍ଶନ କରନ୍ତି ?

ଯିହୋବା ନିର୍ଦ୍ଧାରିତ କରୁଥିଲେ ଯେ ଇସ୍ରାଏଲୀୟମାନଙ୍କୁ କେଉଁଠାକୁ ଯିବାର ଅଛି ଏବଂ କେବେ ଯିବାର ଅଛି (ଗଣ ୯:୧୭, ୧୮; ଇନସାଇଟ୍‌-୧ ପୃ ୩୯୮ ¶୩)

ସେମାନଙ୍କୁ ଯାହା ମଧ୍ୟ କୁହାଯାଉଥିଲା, ତାହା ତୁରନ୍ତ ମାନିବାର ଥିଲା (ଗଣ ୯:୨୧, ୨୨; ପ୍ର୧୧-ହି ୪/୧୫ ପୃ ୪-୫)

ଯିହୋବା ଯେଉଁମାନଙ୍କ ମାଧ୍ୟମରେ ନିର୍ଦ୍ଦେଶ ଦେଉଥିଲେ, ସେମାନେ ଅସିଦ୍ଧ ବା ଅପରିପୂର୍ଣ୍ଣ ମଣିଷ ଥିଲେ (ଗଣ ୧୦:୫-୮)

ନେତୃତ୍ୱ ନେଉଥିବା ଭାଇମାନଙ୍କ କଥା ମାନିବା ଯିହୋବାଙ୍କ ଆଜ୍ଞା ପାଳନ କରିବା ସଙ୍ଗେ ସମାନ।

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ