ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୨୨-ପୃଷ୍ଠା ୨୩
  • ପ୍ରଶ୍ନ ୧୫: ଆପଣ ଜୀବନରେ ପ୍ରକୃତ ଖୁସି କିପରି ପାଇବେ ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୧୫: ଆପଣ ଜୀବନରେ ପ୍ରକୃତ ଖୁସି କିପରି ପାଇବେ ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୨୨-ପୃଷ୍ଠା ୨୩

ପ୍ରଶ୍ନ ୧୫

ଆପଣ ଜୀବନରେ ପ୍ରକୃତ ଖୁସି କିପରି ପାଇବେ ?

ଛୋଟ ଝିଅଟି ନିଜେ ଆଙ୍କିବା ଚିତ ତା’ ବାପାଙ୍କୁ ଦେବାକୁ ଯାଉଛି ।

“ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ ।”

ହିତୋପଦେଶ ୧୭:୧

“ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ ।”

ଯିଶାଇୟ ୪୮:୧୭

“ସେ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।”

ମାଥିଉ ୪:୪

“ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”

ମାଥିଉ ୨୨:୩୯

“ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହିପ୍ରକାର କର ।”

ଲୂକ ୬:୩୧

“ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ବରଞ୍ଚ ସେହିମାନେ ଧନ୍ୟ  ।”

ଲୂକ ୧୧:୨୮

“ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।”

ଲୂକ ୧୨:୧୫

“ଏଣୁ ଅନ୍ନବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।”

୧ ତୀମଥି ୬:୮

“ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅଧିକ ଶ୍ରେୟସ୍କର ।”

ପ୍ରେରିତ ୨୦:୩୫

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ