ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୬
  • ପ୍ରଶ୍ନ ୩: ବାଇବଲର ଲେଖକ କିଏ ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୩: ବାଇବଲର ଲେଖକ କିଏ ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୬

ପ୍ରଶ୍ନ ୩

ବାଇବଲର ଲେଖକ କିଏ ?

“ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ ।”

ଯାତ୍ରାପୁସ୍ତକ ୨୪:୪

“ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ ।”

ଦାନିୟେଲ ୭:୧

“ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟସ୍ୱରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ ।”

୧ ଥେସଲନୀକୀୟ ୨:୧୩

“ସମସ୍ତ ଶାସ୍ତ୍ର ଈଶ୍ୱରନିଶ୍ୱସିତ ଏବଂ ଶିକ୍ଷା, . . . ନିମନ୍ତେ ଉପକାରୀ  ।”

୨ ତୀମଥି ୩:୧୬

“କୌଣସି ଭାବବାଣୀ କେବେହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱରପ୍ରେରିତ ମନୁଷ୍ୟମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।”

୨ ପିତର ୧:୨୧

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ