ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୧୦-ପୃଷ୍ଠା ୧୧
  • ପ୍ରଶ୍ନ ୬: ମଶୀହଙ୍କ ବିଷୟରେ ବାଇବଲରେ କʼଣ ଭବିଷ୍ୟତବାଣୀ କରାଯାଇଥିଲା ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୬: ମଶୀହଙ୍କ ବିଷୟରେ ବାଇବଲରେ କʼଣ ଭବିଷ୍ୟତବାଣୀ କରାଯାଇଥିଲା ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୧୦-ପୃଷ୍ଠା ୧୧

ପ୍ରଶ୍ନ ୬

ମଶୀହଙ୍କ ବିଷୟରେ ବାଇବଲରେ କʼଣ ଭବିଷ୍ୟତବାଣୀ କରାଯାଇଥିଲା ?

ଭବିଷ୍ୟତବାଣୀ

“ହେ ବୈତ୍‌ଲେହମ୍‌-ଉଫ୍ରାଥା, . . . ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ ।”

ମୀଖା ୫:୨

ପୂର୍ଣ୍ଣ ହେଲା

‘ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ ।’

ମାଥିଉ ୨:୧

ଭବିଷ୍ୟତବାଣୀ

“ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି ।”

ଗୀତସଂହିତା ୨୨:୧୮

ପୂର୍ଣ୍ଣ ହେଲା

“ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, . . . ସେହି ଅଙ୍ଗରଖା ସିଲାଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା । ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା ।”

ଯୋହନ ୧୯:୨୩, ୨୪

ଭବିଷ୍ୟତବାଣୀ

“ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ ।”

ଗୀତସଂହିତା ୩୪:୨୦

ପୂର୍ଣ୍ଣ ହେଲା

‘ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ ।’

ଯୋହନ ୧୯:୩୩

ଭବିଷ୍ୟତବାଣୀ

‘ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ।’

ଯିଶାଇୟ ୫୩:୫

ପୂର୍ଣ୍ଣ ହେଲା

“ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‌କ୍ଷଣାତ୍‌ ରକ୍ତ ଓ ଜଳ ବାହାର ହେଲା ।”

ଯୋହନ ୧୯:୩୪

ଭବିଷ୍ୟତବାଣୀ

“ସେମାନେ ମୋର ବେତନ ନିମନ୍ତେ ତିରିଶ୍‌ ରୌପ୍ୟ ମୁଦ୍ରା ତୌଲି କରି ଦେଲେ ।”

ଯିଖରିୟ ୧୧:୧୨, ୧୩

ପୂର୍ଣ୍ଣ ହେଲା

“ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କରିୟୋଥ ଯିହୂଦା ନାମକ ଜଣେ ପ୍ରଧାନ ଯାଜକମାନଙ୍କ ନିକଟକୁ ଯାଇ କହିଲା, ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ ।”

ମାଥିଉ ୨୬:୧୪, ୧୫; ୨୭:୫

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ