ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୧୨-ପୃଷ୍ଠା ୧୩
  • ପ୍ରଶ୍ନ ୭: ବାଇବଲ ଆମ ସମୟ ବିଷୟରେ କʼଣ କହେ ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୭: ବାଇବଲ ଆମ ସମୟ ବିଷୟରେ କʼଣ କହେ ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୧୨-ପୃଷ୍ଠା ୧୩

ପ୍ରଶ୍ନ ୭

ବାଇବଲ ଆମ ସମୟ ବିଷୟରେ କʼଣ କହେ ?

ଜଣେ ବ୍ୟକ୍ତି ବାଇବଲରେ ଭବିଷ୍ୟତବାଣୀ କରାଯାଇବା ଯୁଦ୍ଧ, ଦୁର୍ଭିକ୍ଷ ଓ ଅରାଜକତା ଆଜିର ଦୁନିଅରେ ପୁରା ହେଉବାର ଭାବୁଛନ୍ତି ।

“ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, . . . ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।”

ମାଥିଉ ୨୪:୭, ୮

“ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ, ପୁଣି ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।”

ମାଥିଉ ୨୪:୧୧, ୧୨

“ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।”

ମାର୍କ ୧୩:୭

“ମହା ଭୂମିକମ୍ପ ଓ ସ୍ଥାନେ ସ୍ଥାନେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହା ଲକ୍ଷଣ ଦେଖାଯିବ ।”

ଲୂକ ୨୧:୧୧

‘ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ; କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ, ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ, ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ; ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି ।’

୨ ତୀମଥି ୩:୧-୫

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୫)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2025 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ