ପ୍ରଶ୍ନ ୯
ଆମ ଜୀବନରେ କାହିଁକି ଦୁଃଖକଷ୍ଟ ଆସେ ?
“ଦ୍ରୂତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ୍ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ଲବ୍ଧ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଦୈବଘଟନା ଘଟେ ।”
ଉପଦେଶକ ୯:୧୧
“ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହିପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ-”
ରୋମୀୟ ୫:୧୨
“ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।”
୧ ଯୋହନ ୩:୮
‘ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ ।’
୧ ଯୋହନ ୫:୧୯